ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଫେବ୍ରୁଆରୀରେ ଓଡ଼ିଶା ଆସିବେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଓ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧି। ଉଭୟ ହାଥ୍ ସେ ହାଥ୍ ଯୋଡୋ କାର୍ଯ୍ୟକ୍ରମରେ ଉଭୟ ଯୋଗଦେବେ। ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ।
ଦ୍ଵିତୀୟ ପର୍ଯାୟରେ ଚାଲିଥିବା ଓଡ଼ିଶା କଂଗ୍ରେସର ଭାରତ ଯୋଡୋ ଯାତ୍ରା ଏବେ ସୁନ୍ଦରଗଡ଼ରେ ପହଞ୍ଚିଛି। ଆସନ୍ତା ୨ ତାରିଖରୁ ବୁଥ୍ ସ୍ତର ସଂଗଠନକୁ ମଜଭୂତ କରିବାକୁ ହାଥ୍ ସେ ହାଥ୍ ଯୋଡୋ କାର୍ଯ୍ୟକ୍ରମ ଆରମ୍ଭ କରିବ କଂଗ୍ରେସ। ଏହି କାର୍ଯ୍ୟକ୍ରମରେ ଖଡ଼ଗେ ଓ ପ୍ରିୟଙ୍କା ଗାନ୍ଧିଙ୍କୁ ଆଣି ନିର୍ବାଚନ ପୂର୍ବରୁ ପାୱାର ସୋ’ ଦେଖାଇବାକୁ ଯୋଜନା କରିଛି କଂଗ୍ରେସ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆସନ୍ତାକାଲିଠୁ ବିଧାନସଭା: ପୁଳାପୁଳା ପ୍ରସଙ୍ଗ, ରଣନୀତି ତୟାର କଲେ ଶାସକ-ବିରୋଧୀ
ବିଧାନସଭା ସଚିବାଳୟରୁ ମିଳିଥିବା ସୂଚନା ଅନୁସାରେ, ଆସନ୍ତାକାଲି ଗୃହକାର୍ଯ୍ୟ ଆରମ୍ଭ ହେବାମାତ୍ରେ ୬ ଜଣ ଦିବଂଗତ ସଦସ୍ୟଙ୍କ ସମ୍ମାନରେ ଶୋକପ୍ରସ୍ତାବ ପାରିତ ହେବ। ଏହାପରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଚାଲିବ।
Politics
ଭବଙ୍କ ପାଇଁ ଅଡୁଆ ବଢିଲା; ଯୋଡି ହେଲା ଆଉ ୩ ମାମଲା
ଆଜି ସକାଳେ କ୍ରାଇମବ୍ରାଞ୍ଚର ୬ ଜଣିଆ ଟିମ୍ ଯାଜପୁର ଜିଲ୍ଲା ଧର୍ମଶାଳା ବୁଢ଼ାପୋଲରେ ପହଞ୍ଚିଥିଲା। ଯେଉଁଠି ୨୦ ତାରିଖ ସଂଧ୍ୟାରେ ବିଧାୟକ ହିମାଂଶୁଙ୍କ ଉପରେ ଠେଙ୍ଗାବାଡ଼ି ଧରି ସଂଘବଦ୍ଧ ଆକ୍ରମଣ କରାଯାଇଥିଲା।
Business
ଆଦାନୀ ଗ୍ରୁପ୍ ଦାନକୁ ବି ନା; ୧୦୦ କୋଟି ଟଙ୍କା ଫେରାଇବେ ତେଲାଙ୍ଗାନା ସରକାର
ୟଙ୍ଗ ଇଣ୍ଡିଆ ସ୍କିଲ୍ସ ୟୁନିଭରସିଟି ପାଇଁ ଆଦାନୀ ଗ୍ରୁପ୍ ତେଲାଙ୍ଗାନାକୁ ୧୦୦କୋଟି ଟଙ୍କା ଦାନ କରିଥିଲେ।
Politics
ସଞ୍ଜୟ ରାଉତଙ୍କ ବିସ୍ଫୋରକ ବୟାନ, ପରାଜୟ ପାଇଁ ପୂର୍ବତନ CJI ଦାୟୀ
ମହାରାଷ୍ଟ୍ରରେ ପରାଜୟ ପାଇଁ ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ଙ୍କୁ ଦାୟୀ କରିଛନ୍ତି ସଞ୍ଜୟ ରାଉତ।