Advertisment

ଜଟଣୀରୁ ନିର୍ବାଚନ ଲଢିବେ ସୁରଙ୍କ ସାନ ପୁଅ ମନ୍ମଥ ରାଉତରାୟ !

ଆଜି ପୁଅ ମନ୍ମଥ ରାଉତରାୟଙ୍କୁ ଉତ୍ତରାଧିକାରୀ ଘୋଷଣା କରିଛନ୍ତି ସୁର ରାଉତରାୟ। ଏହାସହ ଜଟଣୀରୁ ବିଧାୟକ ପ୍ରାର୍ଥୀ ମନ୍ମଥ ରାଉତରାୟ ହେବେ ବୋଲି ସେ ଗଣମାଧ୍ୟମ ଆଗରେ ସ୍ପଷ୍ଟ କରିଛନ୍ତି।

Advertisment

ସୁର ରାଉତରାୟଙ୍କ ପରେ କିଏ ନେବ ଜଟଣୀର ଦାୟିତ୍ୱ ? ଆଜି ପୁଅ ମନ୍ମଥ ରାଉତରାୟଙ୍କୁ ଉତ୍ତରାଧିକାରୀ ଘୋଷଣା କରିଛନ୍ତି ସୁର ରାଉତରାୟ। ଏହାସହ ଜଟଣୀରୁ ବିଧାୟକ ପ୍ରାର୍ଥୀ ମନ୍ମଥ ରାଉତରାୟ ହେବେ ବୋଲି ସେ ଗଣମାଧ୍ୟମ ଆଗରେ ସ୍ପଷ୍ଟ କରିଛନ୍ତି। ମନ୍ମଥ ଏୟାର ଇଣ୍ତିଆ କ୍ୟାପ୍ଟେନ ଚାକିରି ଛାଡ଼ି ଆଜି ଭୁବନେଶ୍ୱର ଫେରିଛନ୍ତି। ବିମାନ ବନ୍ଦରରେ ଆଜି ମନ୍ମଥଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା। ଭୁବନେଶ୍ୱର ଫେରିବା ପରେ ତାଙ୍କୁ ବିମାନ ବନ୍ଦରରେ ଶହ ଶହ ସମର୍ଥକମାନେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦେଇ ପାଛୋଟି ନେଇଥିଲେ ସମର୍ଥକ। ଏହାକୁ ନେଇ ମନ୍ମଥ ରାଉତରାୟ କଣ କହିଛନ୍ତି ଶୁଣନ୍ତୁ। 

Advertisment
Congress Bhubaneswar Odisha Sura Routray
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe