ମନ୍ତ୍ରୀଙ୍କ ପ୍ରାର୍ଥୀ ଘୋଷଣାରେ ପାଟ୍ଟଶାଣୀ ନିରାଶ !

ଶନିବାର ଦିନ ଏକାମ୍ର ନିର୍ବାଚନମଣ୍ଡଳୀରେ ପଦଯାତ୍ରାବେଳେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅଶୋକ ପଣ୍ଡା ଖୋଲାଖୋଲି ଭାବେ ଶ୍ରୀମୟୀଙ୍କ ପ୍ରାର୍ଥିତ୍ୱକୁ ନେଇ ଦଳର ରଣନୀତି ସମ୍ପର୍କରେ ଘୋଷଣା କରିଥିଲେ ।

Manoj Swain
  • Published: Sunday, 17 December 2023
  • Updated: 17 December 2023, 02:27 PM IST

Sports

Latest News

ଏକାମ୍ର ନିର୍ବାଚନମଣ୍ଡଳୀର ବିଜେବି ନଗର ଅଂଚଳର ୫୬ନମ୍ବର ୱାର୍ଡରେ ବିଜେଡି ପଦଯାତ୍ରାବେଳେ ଦଳର ନେତ୍ରୀ ଶ୍ରୀମୟୀ ମିଶ୍ରଙ୍କୁ ଭୁବନେଶ୍ୱର ସଂସଦୀୟ ଆସନର ବିଜେଡି ପ୍ରାର୍ଥୀ ଭାବେ ମନ୍ତ୍ରୀ ଶ୍ରୀ ପଣ୍ଡା ଘୋଷଣା କରିଥିବା ବେଳେ ଦଳର ଉପସଭାପତି ତଥା ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ ଏହାକୁ ସହଜରେ ଗ୍ରହଣ କରିପାରି ନାହାନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos