Advertisment

’ବ୍ଲାକମେଲିଂ କରୁଛନ୍ତି ସୌମ୍ୟ’

ସୌମ୍ୟ କ'ଣ ଓ କେତେଥର ଦଳ ବଦଳାଇଛନ୍ତି ସମସ୍ତେ ଜାଣିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ଦପ୍ତର ସାରା ରାଜ୍ୟ ଗସ୍ତ କଲା, ଲୋକଙ୍କ ଅଭିଯୋଗର ସମାଧାନ ହେଲା, ଏଥିରେ ଅସୁବିଧା କଣ'

Advertisment

ସୌମ୍ୟ ପଟ୍ଟନାୟକଙ୍କୁ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଟାର୍ଗେଟ। ଅରୁଣ ସାହୁଙ୍କ ପରେ ଟାର୍ଗେଟ କଲେ ମନ୍ତ୍ରୀ ଅତନୁ ସବ୍ୟସାଚୀ। ସୌମ୍ୟଙ୍କ ବୟାନକୁ ଦଳ ବିରୋଧୀ କାର୍ଯ୍ୟ କହିଲେ ଅତନୁ। କହିଲେ, 'ସୌମ୍ୟ ଦଳକୁ, ମୁଖ୍ୟମନ୍ତ୍ରୀଙ୍କ ଦପ୍ତରକୁ ଟାର୍ଗେଟ୍‌ କରି ବାରମ୍ବାର ଲେଖୁଛନ୍ତି, ଏହା ଆଦୌ ଗ୍ରହଣୀୟ ନୁହେଁ, ସାଧାରଣ ଲୋକେ ଏହାକୁ ଗ୍ରହଣ କରିବେନି, ଦଳରେ ରହି ବ୍ଲାକମେଲିଂ କରିବାକୁ ପ୍ରୟାସ କରୁଛନ୍ତି, ବ୍ଲାକମେଲିଂକୁ ଆୟୁଧ କରି ଲକ୍ଷ୍ୟରେ ପହଞ୍ଚିପାରିବେନି, ସୌମ୍ୟ କ'ଣ ଓ କେତେଥର ଦଳ ବଦଳାଇଛନ୍ତି ସମସ୍ତେ ଜାଣିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ଦପ୍ତର ସାରା ରାଜ୍ୟ ଗସ୍ତ କଲା, ଲୋକଙ୍କ ଅଭିଯୋଗର ସମାଧାନ ହେଲା, ଏଥିରେ ଅସୁବିଧା କଣ।'

Advertisment
Soumya Ranjan Patnaik BjD Odisha Atanu Sabyasachi Nayak
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe