Advertisment

ରାଜ୍ୟ ବିଜେପି କାର୍ଯ୍ୟାଳୟରେ ମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ପ୍ରତି ସୋମବାର ଦଳୀୟ କାର୍ଯ୍ୟାଳୟରେ ଅଭିଯୋଗ ଶୁଣିବେ ୨ ଜଣ ମନ୍ତ୍ରୀ । ଦଳୀୟ କର୍ମୀ, ଶୁଭେଚ୍ଛୁ ଓ ସାଧାରଣ ଲୋକ ଆସି ଅଭିଯୋଗ କରିପାରିବେ ବୋଲି କହିଛନ୍ତି ବିଜେପି ସଭାପତି ମନମୋହନ ସାମଲ ।

Advertisment

ରାଜ୍ୟ ବିଜେପି କାର୍ଯ୍ୟାଳୟରେ ମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ଅଭିଯୋଗ ଶୁଣିଛନ୍ତି ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା ଏବଂ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏନେଇ ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ କହିଛନ୍ତି, ପ୍ରତି ସୋମବାର ଦଳୀୟ କାର୍ଯ୍ୟାଳୟରେ ଅଭିଯୋଗ ଶୁଣିବେ ୨ ଜଣ ମନ୍ତ୍ରୀ । ଦଳୀୟ କର୍ମୀ, ଶୁଭେଚ୍ଛୁ ଓ ସାଧାରଣ ଲୋକ ଆସି ଅଭିଯୋଗ କରିପାରିବେ । ନ୍ୟାୟ ଦେବାକୁ ସବୁ ପ୍ରକାର ପ୍ରୟାସ କରାଯିବ । 

Advertisment
Odisha Bjp Manmohan Samal
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe