ଯେଉଁ ଏସଏଚଜି ମା’ମାନଙ୍କୁ ନେଇ ସରକାର ବାହାବାଃ ଲୁଟୁଛନ୍ତି ସେହି ମା’ ହିଁ ଖୋଲି ଦେଇଛନ୍ତି ସରକାରଙ୍କ ଅସଲ ମୁଖା। କେମିତି ସରକାର ମହିଳା ବିକାଶ ଓ ମା’ଙ୍କୁ ସମ୍ମାନର ନାରା ଦେଇ ସେମାନଙ୍କୁ ଶୋଷଣ କରୁଛନ୍ତି, ରାଜରାସ୍ତାରେ ଖରାତରାରେ ବୁଲି ଧାରଣା ଦେବାକୁ ବାଧ୍ୟ କରୁଛନ୍ତି, ତାକୁ କ୍ୟାମେରା ସମ୍ମୁଖରେ ବଖାଣିଛନ୍ତି ଏସଏଚଜିଙ୍କ ପାଇଁ ରାଜ୍ୟର ବିଭିନ୍ନ ବ୍ୟାଙ୍କରେ କାମ କରୁଥିବା ବ୍ୟାଙ୍କ ମିତ୍ର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।
Politics
ଦିଲ୍ଲୀ ନିର୍ବାଚନ: ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା; କରାୱାଲ ନଗରରୁ ଲଢ଼ିବେ କପିଲ ମିଶ୍ରା
ଦ୍ୱିତୀୟ ପର୍ଯ୍ୟାୟରେ ୨୯ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। କରାୱାଲ ନଗରରୁ କପିଲ ମିଶ୍ରା, କୋଣ୍ଡଲିରୁ ଲଢ଼ିବେ ପ୍ରିୟଙ୍କା ଗୌତମ।
Politics
ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା
ଚଳିତ ବର୍ଷ ମହାରାଷ୍ଟ୍ରର ବିଭିନ୍ନ ମହାନଗର ନିଗମ, ଜିଲ୍ଲା ପରିଷଦ ଓ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଆଉ ଦେଖିବାକୁ ମିଳିବନି ମହା ବିକାଶ ଅଘାଡ଼ି ମେଣ୍ଟ।
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।