Advertisment

ଆସୁଆସୁ ଟିକେଟ୍ ମାଗିଲେ, ଛାଡ଼ିଦେବେ କି ଲମ୍ବୋଦର ?

ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ବିଜେଡିକୁ ଯିବେ ବୋଲି ବହୁ ଦିନରୁ ଆଲୋଚନା ହେଉଥିଲା।

author-image
Manoj Swain

କଂଗ୍ରେସରୁ ଇସ୍ତଫା ଦେଇଥିବା ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ବିଜେଡିରେ ମିଶିଛନ୍ତି। ଏକ ନୂଆ ଓଡ଼ିଶା ଗଠନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଯେଉଁ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ତଥା ତାଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ଏବଂ ତାଙ୍କ ସମର୍ଥକମାନେ ବିଜେଡିରେ ମିଶିଥିବା କହିଛନ୍ତି ଅଧିରାଜ ପାଣିଗ୍ରାହୀ। ଦେଖନ୍ତୁ ପୂରା ରିପୋର୍ଟ।  

Advertisment
Odisha BjD Odisha Politics