Advertisment

ଆସୁଆସୁ ଟିକେଟ୍ ମାଗିଲେ, ଛାଡ଼ିଦେବେ କି ଲମ୍ବୋଦର ?

ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ବିଜେଡିକୁ ଯିବେ ବୋଲି ବହୁ ଦିନରୁ ଆଲୋଚନା ହେଉଥିଲା।

Advertisment

କଂଗ୍ରେସରୁ ଇସ୍ତଫା ଦେଇଥିବା ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ବିଜେଡିରେ ମିଶିଛନ୍ତି। ଏକ ନୂଆ ଓଡ଼ିଶା ଗଠନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଯେଉଁ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ତଥା ତାଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ଏବଂ ତାଙ୍କ ସମର୍ଥକମାନେ ବିଜେଡିରେ ମିଶିଥିବା କହିଛନ୍ତି ଅଧିରାଜ ପାଣିଗ୍ରାହୀ। ଦେଖନ୍ତୁ ପୂରା ରିପୋର୍ଟ।  

Advertisment
BjD Odisha Odisha Politics
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe