ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ବ୍ରହ୍ମପୁରରେ ବିରୋଧ ପ୍ରସଙ୍ଗ । ସାମ୍ବାଦିକ ସମ୍ମିଳନୀ କରି ୫-ଟି ସଚିବଙ୍କୁ ଟାର୍ଗେଟ କଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । 'ବିଧାନସଭାରେ ପାଣ୍ଡିଆନଙ୍କ ସହ ମୁହାଁମୁହିଁ ହୋଇଥିଲି’ କିଛି ଏଭଳି କହିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ତେବେ ପ୍ରତିକ୍ରିୟା ଦେବାକୁ ଯାଇ ଆଉ କଣ କହୁଛନ୍ତି ? ଶୁଣନ୍ତୁ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
୮ରେ ସୋହେଲାରେ ବିଶାଳ ଚାଷୀ ସମାବେଶ, ମୁଖ୍ୟମନ୍ତ୍ରୀ କରିବେ ଅତିରିକ୍ତ ୮୦୦ ଟଙ୍କା ବଂଟନର ଶୁଭାରମ୍ଭ
ବୈଠକରୁ ଜଣାଯାଇଛି ଯେ, ଆସନ୍ତା ୨୦ ତାରିଖରେ ବରଗଡ ଜିଲ୍ଲାରୁ ଏହି ଧାନ ସଂଗ୍ରହ କାର୍ଯ୍ୟ ଆରମ୍ଭ ହେବ। ୨୨ ତାରିଖରେ ସମ୍ବଲପୁର ଏବଂ ପରେ ରାଜ୍ୟର ସବୁ ଜିଲ୍ଲାରେ ଏହି ଧାନ ସଂଗ୍ରହ ବ୍ୟବସ୍ଥା ଆରମ୍ଭ ହେବ।
Politics
ବିଜେଡି କର୍ମୀଙ୍କ ହଙ୍ଗାମା; NAC ଅଫିସ୍ରେ ପଶି କାଗଜପତ୍ର ଫିଙ୍ଗିଲେ
ଆଜି ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ନୂଆପଡ଼ା ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ଓ ତାଙ୍କ ସମର୍ଥକ ଖରିଆର ରୋଡ୍ରେ ଥିବା NAC କାର୍ଯ୍ୟନିର୍ବାହୀ ଅଧିକାରୀ କମଲାଶନ ରଥଙ୍କ ଅଫିସ୍କୁ ଯାଇଥିଲେ।
Politics
କ୍ୟାବିନେଟ୍ ନିଷ୍ପତ୍ତି: ସରକାରୀ ଚାକିରି ଚୟନ ପରୀକ୍ଷାରେ ସ୍ୱଚ୍ଛତା ପାଇଁ ନୂଆ ଆଇନ, ୫ବର୍ଷ ଜେଲ,୧୦ଲକ୍ଷ ଜୋରିମାନା
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ରାଜ୍ୟ ଲୋକସେବା ଭବନରେ ଆୟୋଜିତ କ୍ୟାବିନେଟ୍ ବୈଠକରେ ମୋଟ ୮ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି ।
Politics
ବେଦାନ୍ତ ପାଇଁ ଅଧିଗ୍ରହଣ ହୋଇଥିବା ଜମି ଲୋକଙ୍କ ପାଖକୁ ଫେରିବ
କ୍ଷତିପୂରଣ ନେଇଥିବା ଲୋକଙ୍କୁ କ୍ଷତିପୂରଣ ରାଶି ଫେରାଇବାକୁ ପଡ଼ିବ।
Politics
ବେଦାନ୍ତ ନେଇଥିବା ଜମି ଲୋକଙ୍କୁ ଫେରାଯିବ
ଫେରି ପାଉଥିବା ଜମିକୁ ସଂପୃକ୍ତ ଲୋକଙ୍କ ନାଁରେ ପଞ୍ଜୀକୃତ କରାଯିବ। ଜମି ପାଇଁ ଲୋକମାନେ ପାଇଥିବା କ୍ଷତିପୂରଣ ସରକାରଙ୍କୁ ଫେରାଇବେ।