ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ବ୍ରହ୍ମପୁରରେ ବିରୋଧ ପ୍ରସଙ୍ଗ । ସାମ୍ବାଦିକ ସମ୍ମିଳନୀ କରି ଶାସକ ଦଳର ବିଧାୟକ ଓ 5-ଟି ସଚିବଙ୍କୁ ଟାର୍ଗେଟ କଲେ ପ୍ରଦୀପ ପାଣିଗ୍ରାହୀ।