Advertisment

ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ଅମିତ ଶାହ

'ଓଡ଼ିଶାବାସୀଙ୍କୁ ଆୟୁଷ୍ମାନ ଭାରତ ଯୋଜନାର ସୁଫଳ ମିଳୁନାହିଁ। ନବୀନ ବାବୁଙ୍କୁ ଡର ଲାଗୁଛି କାଳେ ମୋଦି ନାଁ ନେଇଯିବେ। ଓଡ଼ିଶାରେ ବିଜେପି ସରକାର ଆସିଲେ ଆୟୁଷ୍ମାନ ଯୋଜନା ଲାଗୁ ହେବ।'

Advertisment

ଓଡ଼ିଶା ଗସ୍ତରେ ଆସି ବିଜେଡି ସରକାର ଉପରେ ବର୍ଷିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ସୋନପୁର ସଭାରେ ଆସୁ ଆସୁ ଗର୍ଜିଲେ ଅମିତ ଶାହ। କହିଲେ, ମୋଦି ସରକାର ଗରିବଙ୍କୁ ଚାଉଳ ଦେଉଛନ୍ତି। କିନ୍ତୁ ନବୀନ ସେଥିରେ ଷ୍ଟାମ୍ପ ମାରି ମିଛ କହୁଛନ୍ତି। ଗତ ୧୦ ବର୍ଷରେ ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶାକୁ ୪ ଲକ୍ଷ ୮୧ ହଜାର କୋଟି ଦେଇଛନ୍ତି। ଓଡ଼ିଶାବାସୀଙ୍କୁ ଆୟୁଷ୍ମାନ ଭାରତ ଯୋଜନାର ସୁଫଳ ମିଳୁନାହିଁ। ନବୀନ ବାବୁଙ୍କୁ ଡର ଲାଗୁଛି କାଳେ ମୋଦି ନାଁ ନେଇଯିବେ। ଓଡ଼ିଶାରେ ବିଜେପି ସରକାର ଆସିଲେ ଆୟୁଷ୍ମାନ ଯୋଜନା ଲାଗୁ ହେବ। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ।

Advertisment
Bjp Odisha Amit Shah
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe