Advertisment

ସମ୍ବଲପୁରରେ କଣ କହିବେ ମୋଦି ?

ସେହିଭଳି ଫେବ୍ରୁଆରୀ ୧୦ ତାରିଖରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି।

author-image
Manoj Swain

ଫେବ୍ରୁଆରୀ ୩ ତାରିଖରେ ସମ୍ବଲପୁର ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ସମ୍ବଲପୁର ସ୍ଥିତ ଆଇଆଇଏମ୍‌ର ସ୍ଥାୟୀ କ୍ୟାମ୍ପସ ଉଦ୍‌ଘାଟନ କରିବାକୁ ଆସିବେ। ଏହା ସହିତ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ସେହିଭଳି ଫେବ୍ରୁଆରୀ ୧୦ ତାରିଖରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Sambalpur Odisha Narendra Modi