Advertisment

ପରୀକ୍ଷା ଦେବେ ମୋଦି!

ମଣିପୁର ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାର ବିରୋଧରେ ବିରୋଧୀ ଦଳମାନେ ଆଗତ କରିଥିବା ଅନାସ୍ଥା ପ୍ରସ୍ତାବକୁ ଲୋକସଭା ବାଚସ୍ପତି ଓମ୍ ବିର୍ଲା ଗ୍ରହଣ କରିଛନ୍ତି। ସବୁ ରାଜନୈତିକ ଦଳ ସହିତ କଥାବାର୍ତ୍ତା ଓ ନୀତି ନିୟମ ଅନୁସାରେ, ଆଲୋଚନା ପାଇଁ ତାରିଖ ନିର୍ଦ୍ଧାରଣ କରାଯିବ ବୋଲି ସେ କହିଛନ୍ତି। କଂଗ୍ରେସ ଓ ଭାରତ ରାଷ୍ଟ୍ର ସମିତି (ବିଆର୍‌ଏସ୍‌) ଅଲଗା ଅଲଗା ଭାବରେ ଅନାସ୍ଥା ପ୍ରସ୍ତାବ ନେଇ ନୋଟିସ ଦାଖଲ କରିଥିଲେ। ଗୃହରେ କଂଗ୍ରେସର ଉପନେତା ଗୌରବ ଗୋଗୋଇ ଏହାକୁ ଆଗତ କରିଥିଲେ।

Bjp No-confidence Motion Narendra Modi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe