'ରାଜ୍ୟ ସରକାର ଆଦିବାସୀ ବିରୋଧୀ'

ଆଦିବାସୀ ପ୍ରସଙ୍ଗରେ ରାଜ୍ୟସରକାରଙ୍କୁ ବିଜେପିର ଟାର୍ଗେଟ।

Manoj Swain
  • Published: Tuesday, 30 January 2024
  • Updated: 30 January 2024, 05:28 PM IST

Sports

Latest News

ଆଦିବାସୀ ପ୍ରସଙ୍ଗରେ ରାଜ୍ୟସରକାରଙ୍କୁ ବିଜେପିର ଟାର୍ଗେଟ। କ୍ୟାବିନେଟରେ ଆଦିବାସୀଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କରି ନିର୍ବାଚନ ବୈତରଣୀ ପାରି ହେବା ପାଇଁ ବିଜେଡି ସରକାର ଯୋଜନା କରିଥିବା ଅଭିଯୋଗ କରିଛି ବିଜେପି। ତେବେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ ଅଧିକ କଣ କହିଛନ୍ତି ଶୁଣନ୍ତୁ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos