\'ବିଜେପି ଜରିଆରେ ଓଡ଼ିଶାର କିଛି କରିପାରିବି \' | Odisha Reporter
ଲାଗି ରହିଥିବା ଚର୍ଚ୍ଚାର ପୂର୍ଣ୍ଣଚ୍ଛେଦ ପଡ଼ିଛି। ବିଜେପିରେ ଯୋଗ ଦେଇଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ। ଆଜି ଦିଲ୍ଲୀ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ଦଳର ସାଧାରଣ ସଂପାଦକ ବିନୋଦ ତାୱଡେ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଭର୍ତ୍ତୃହରି ମହତାବ ପଦ୍ମ ଧରିଛନ୍ତି। ବିଜେପିରେ ସାମିଲ ପରେ ସାଂସଦ ଭର୍ତ୍ତୃହରି ମହତାବ କହିଛନ୍ତି, ରାଷ୍ଟ୍ରବାଦ, ଏକାତ୍ମତା ଓ ପୂର୍ବୋଦୟ ବିଜେପି ଜରିଆରେ ହୋଇପାରିବ। ରାଜ୍ୟର ପ୍ରଗତି ଓ ଉନ୍ନତି ପାଇଁ କାମ କରିବାକୁ ବିଜେପି ଜରିଆରେ ସୁଯୋଗ ମିଳିବ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us