ପୌର ଉପନିର୍ବାଚନ: ବିଜେଡିର ବାଜିମାତ୍‌

ଆଜି ଭୋଟଗଣତି ପରେ ଅନ୍ୟ ଦଳର ପ୍ରାର୍ଥୀମାନଙ୍କୁ ପଛରେ ପକାଇ ବିଜେଡି ପ୍ରାର୍ଥୀମାନେ ବିଜୟୀ ହୋଇଛନ୍ତି ।

Election PhotoOR

ବ‍ିଜୟୀ ହୋଇଥିବା ଦୁଇ ବିଜେଡ଼ି ପ୍ରାର୍ଥୀ

Ordigital Desk
  • Published: Thursday, 30 November 2023
  • Updated: 30 November 2023, 07:05 PM IST

Sports

Latest News

ପୌର ଉପନିର୍ବାଚନରେ ବିଜେଡି ପ୍ରାର୍ଥୀମାନେ ବାଜିମାତ୍ କରିଛନ୍ତି। ଆଜି ଭୋଟଗଣତି ପରେ ଅନ୍ୟ ଦଳର ପ୍ରାର୍ଥୀମାନଙ୍କୁ ପଛରେ ପକାଇ ବିଜେଡି ପ୍ରାର୍ଥୀମାନେ ବିଜୟୀ ହୋଇଛନ୍ତି। ଗତକାଲି ବୁଧବାର ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ ଓ କେନ୍ଦୁଝର ଜିଲ୍ଲାର ୪ଟି ପୌର ଆସନରେ ଉପନିର୍ବାଚନ ପାଇଁ ଭୋଟଗ୍ରହଣ ହୋଇଥିଲା।

ସୂଚନା ଅନୁସାରେ, କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ଏନଏସି ଅଧ୍ୟକ୍ଷା ପଦ ନିମନ୍ତେ ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଦେବସ୍ମିତା ଶତପଥୀ ବିଜୟୀ ହୋଇଛନ୍ତି । ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପି ପ୍ରାର୍ଥୀଙ୍କୁ ୨୩୫୫ଖଣ୍ଡ ଭୋଟ୍ ବ୍ୟବଧାନରେ ପରାସ୍ତ କରିଛନ୍ତି । ଦେବସ୍ମିତାଙ୍କୁ ମୋଟ ୩୧୧୧ଖଣ୍ଡ ଭୋଟ୍ ମିଳିଥିବାବେଳେ ବିଜେପି ପ୍ରାର୍ଥୀଙ୍କୁ ୭୫୬ଖଣ୍ଡ ଓ କଂଗ୍ରେସ ପ୍ରାର୍ଥୀଙ୍କୁ ୬୧୪ଖଣ୍ଡ ଭୋଟ୍ ମିଳିଛି । ଏନଏସି ଅଧ୍ୟକ୍ଷା ଭାନୁପ୍ରଭା ମିଶ୍ରଙ୍କ ମୃତ୍ୟୁ ଯୋଗୁ ଏହି ଅଧ୍ୟକ୍ଷା ପଦ ଖାଲି ପଡ଼ିଥିଲା ଓ ଗତକାଲି ଏଠାରେ ଭୋଟ୍ ଗ୍ରହଣ ଅନୁଷ୍ଠିତ ହୋଇଥିଲା ।

Also Read

ସେହିପରି ଜଗତସିଂହପୁର ମ୍ୟୁନିସପାଲଟିର ୬ ନମ୍ବର ୱାର୍ଡରେ ବିଜେଡି ପ୍ରାର୍ଥୀ ରୋଜାଲିନ୍ ଦାଶ ବିଜୟୀ ହୋଇଛନ୍ତି । ଶ୍ରୀମତୀ ଦାଶ ନିଜର ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସ ପ୍ରାର୍ଥୀଙ୍କୁ ମାତ୍ର ଖଣ୍ଡିଏ ଭୋଟରେ ପରାସ୍ତ କରିଛନ୍ତି । ଶ୍ରୀମତୀ ଦାଶଙ୍କୁ ମୋଟ ୪୦୭ଟି ଭୋଟ୍ ମିଳିଥିବାବେଳେ କଂଗ୍ରେସ ପ୍ରାର୍ଥୀଙ୍କୁ ୪୦୬ଖଣ୍ଡ ଓ ବିଜେପିକୁ ମାତ୍ର ୨୧ଟି ଭୋଟ୍ ମିଳିଥିଲା ।

ସେହିପରି କେନ୍ଦୁଝର ଜିଲ୍ଲା ଯୋଡ଼ା ମ୍ୟୁନିସପାଲଟିର ୮ ନମ୍ବର ୱାର୍ଡରେ ବିଜେଡି ପ୍ରାର୍ଥୀ ଶୁଭମ ନାୟକ ବିଜୟୀ ହୋଇଛନ୍ତି । ସେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପି ପ୍ରାର୍ଥୀଙ୍କୁ ୫୭୭ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି । ବିଜେଡି ପ୍ରାର୍ଥୀଙ୍କୁ ୮୦୬ଖଣ୍ଡ, ବିଜେପିକୁ ୨୨୯ଟି ଓ କଂଗ୍ରେସକୁ ୨୧ଖଣ୍ଡ ଭୋଟ୍ ମିଳିଛି ।

ଗଞ୍ଜାମ ଜିଲ୍ଲାର ଚିକିଟି ଏନଏସିର ୩ ନମ୍ବର ୱାର୍ଡରେ ବିଜେଡି ପ୍ରାର୍ଥୀ ହରପ୍ରସାଦ ଚୌଧୁରୀ ବିଜୟୀ ହୋଇଛନ୍ତି । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପି ପ୍ରାର୍ଥୀଙ୍କୁ ୪୬୯ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି । ବିଜେଡିକୁ ମୋଟ ୪୮୪ଖଣ୍ଡ ଭୋଟ୍ ମିଳିଥିବାବେଳେ ବିଜେପି ପ୍ରାର୍ଥୀଙ୍କୁ ମାତ୍ର ୧୫ଖଣ୍ଡ ଭୋଟ୍ ପଡ଼ିଛି । କଂଗ୍ରେସ ଏଠାରେ ଖାତା ଖୋଲି ପାରିନଥିବା ଜଣାପଡ଼ିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story