ଆସନ୍ତାକାଲି ବିଧାନସଭା ଘେରିବ ବିଜେପି ଯୁବମୋର୍ଚ୍ଚା, ନବ ଦାସ ହତ୍ୟା ମାମଲାର ସ୍ପଷ୍ଟ ଉତ୍ତର ଦାବି କରିବ

ନବ ଦାସ ହତ୍ୟା ମାମଲାରେ ସରକାରଙ୍କ ଜବାବ ଦାବି ଏହି ଘେରାଉ କରାଯିବ।

BJP Golak Mohapatra PhotoOR

ବିଜେପି ସାଧାରଣ ସଂପାଦକ ଗୋଲକ ମହାପାତ୍ର

Niranjan Mishra
  • Published: Monday, 27 February 2023
  • Updated: 27 February 2023, 03:46 PM IST

ଆସନ୍ତାକାଲି ବିଧାନସଭା ଘେରିବ ବିଜେପି ଯୁବମୋର୍ଚ୍ଚା। ନବ ଦାସ ହତ୍ୟା ମାମଲାରେ ସରକାରଙ୍କ ଜବାବ ଦାବି ଏହି ଘେରାଉ କରାଯିବ। ରାଜ୍ୟର ପ୍ରତ୍ୟେକ ଜିଲ୍ଲାରୁ ଯୁବକ ଏକାଠି ହୋଇ ଘେରାଉ କରିବେ। ଏନେଇ ଆଜି ବିଜେପି ସାଧାରଣ ସଂପାଦକ ଗୋଲକ ମହାପାତ୍ରଙ୍କ ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଆଜି ପର୍ଯ୍ୟନ୍ତ ସରକାର କ୍ୟାବିନେଟ୍ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାର କାରଣ ସ୍ପଷ୍ଟ କରିପାରିଲା ନାହିଁ। ଦିନକୁ ଦିନ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଏଭଳି ପରିସ୍ଥିତିରେ ବିଧାୟିକା କୁସୁମ ଟେଟେଙ୍କ ପ୍ରଶ୍ନର ଉତ୍ତରରେ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ଯେଉଁ ତଥ୍ୟ ରଖିଛନ୍ତି ତାହା ସମସ୍ତଙ୍କୁ ଚକିତ କରୁଛି।

Also Read

ମନ୍ତ୍ରୀଙ୍କ ଉତ୍ତର ଅନୁସାରେ ଅଭିଯୁକ୍ତ ଗୋପାଳ ଦାସ ୧୩ ବର୍ଷ ଧରି ଝାରସୁଗୁଡାରେ ପୁଲିସ ଭାବେ କାର୍ଯ୍ୟରତ। ଏପରିକି ପ୍ରତ୍ୟେକ ବର୍ଷ ଗୋପାଳ ବିଭିନ୍ନ ଆର୍ଥିକ ପୁରସ୍କାର ସହ ବିଭାଗ ତରଫରୁ ପୁରସ୍କୃତ ହୋଇଛନ୍ତି। ଥରେ ପଦୋନ୍ନତି ମଧ୍ୟ ପାଇଛନ୍ତି। ଅର୍ଥାତ୍ ଏତେଦିନ ଧରି ପୁଲିସ ବିଭାଗ ଆଉ ଗୁଇନ୍ଦା କିଭଳି ଗୋପାଳ ସମ୍ପର୍କରେ ଜାଣିପାରିଲେ ନାହିଁ ? ଅପରପକ୍ଷେ ମନ୍ତ୍ରୀଙ୍କ ଉତ୍ତର ଦର୍ଶାଉଛି ଗୋପାଳ ଦାସ ପାଗଳ ନୁହେଁ। ହତ୍ୟା କିଏ କରିଛି ଆଉ କ’ଣ ପାଇଁ କରିଛି, ତାହା ସ୍ପଷ୍ଟ କରୁନାହାନ୍ତି ସରକାର। ତେଣୁ ଏହାର ଜବାବ ଦାବି କରି ଭାରତୀୟ ଜନତା ପାର୍ଟିର ଯୁବ ମୋର୍ଚ୍ଚା ଆସନ୍ତାକାଲି ବିଧାନସଭା ଘେରାଉ କରିବ ବୋଲି ଗୋଲକ ମହାପାତ୍ର କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story