Advertisment

କୋଶଳୀ ଭାଷାରେ କହିଲେ ନରସିଂହ

କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କୋଶଳୀ ଭାଷାରେ ଗୃହରେ ମତ ରଖିବା ଲାଗି ସୁଯୋଗ ଦେବାକୁ ପ୍ରସ୍ତାବ ଦେଇଥିଲେ।

author-image
Manoj Swain

ଆଜିଠୁ ଆରମ୍ଭ ହୋଇଛି ବିଧାନସଭାର ଶୀତ ଅଧିବେଶନ। ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ବିରୋଧୀ। ଗତକାଲି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କୋଶଳୀ ଭାଷାରେ ଗୃହରେ ମତ ରଖିବା ଲାଗି ସୁଯୋଗ ଦେବାକୁ ପ୍ରସ୍ତାବ ଦେଇଥିଲେ। ତେବେ ଆଜି ବିଧାନସଭାରେ ଓଡ଼ିଆ ଓ କୋଶଳୀ ମିଶ୍ରିତ ଭାଷାରେ ମତ ରଖିଛନ୍ତି କଂଗ୍ରେସ ବିଧାୟକ ନରସିଂହ ମିଶ୍ର। 

Advertisment
Congress Narasingha Mishra Odisha Assembly