କୋଶଳୀରେ କହିଲେ ନରସିଂହ | Odisha Reporter
Advertisment
ଆଜିଠୁ ଆରମ୍ଭ ହୋଇଛି ବିଧାନସଭାର ଶୀତ ଅଧିବେଶନ। ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ବିରୋଧୀ। ଗତକାଲି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କୋଶଳୀ ଭାଷାରେ ଗୃହରେ ମତ ରଖିବା ଲାଗି ସୁଯୋଗ ଦେବାକୁ ପ୍ରସ୍ତାବ ଦେଇଥିଲେ। ତେବେ ଆଜି ବିଧାନସଭାରେ ଓଡ଼ିଆ ଓ କୋଶଳୀ ମିଶ୍ରିତ ଭାଷାରେ ମତ ରଖିଛନ୍ତି କଂଗ୍ରେସ ବିଧାୟକ ନରସିଂହ ମିଶ୍ର।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us