'ମେଣ୍ଟ ହେଲେ ବିଜେପିକୁ ଫାଇଦା ମିଳିବ'

ଏହାରି ଭିତରେ ବଡ ବୟାନ ରଖିଛନ୍ତି ରାଜନୈତିକ ସମୀକ୍ଷକ ରବି ଦାସ । 

Manoj Swain
  • Published: Thursday, 07 March 2024
  • Updated: 07 March 2024, 01:28 PM IST

ଦୀର୍ଘ ୧୫ବର୍ଷ ପରେ ବିଜେପି ନେତୃତ୍ୱାଧୀନ ଏନଡିଏ ମେଂଟକୁ ଫେରିବ ବିଜେଡି । ଦୀର୍ଘ ପ୍ରାୟ ଦେଢ଼ ମାସରୁ ଅଧିକ ସମୟ ଧରି ବିଜେପି ଓ ବିଜେଡି ମଧ୍ୟରେ ମେଂଟକୁ ନେଇ ଚର୍ଚ୍ଚା ଲାଗି ରହିଥିବା ବେଳେ ଗତକାଲିଠାରୁ ଉଭୟ ଦଳର ବରିଷ୍ଠ ନେତାମାନେ ଭିନ୍ନ ଭିନ୍ନ ଭାବେ ପ୍ରଥମ ଥର ଏନେଇ ଆନୁଷ୍ଠାନିକ ଆଲୋଚନା କରିଛନ୍ତି। ଦିଲ୍ଲୀରେ ବିଜେପି କୋର୍ ଟିମ୍ ସହ ରାଜ୍ୟର ବିଜେପି ନେତାମାନେ ବିଚାରବିମର୍ଶ କରିଛନ୍ତି। ତେବେ ଏହାରି ଭିତରେ ବଡ ବୟାନ ରଖିଛନ୍ତି ରାଜନୈତିକ ସମୀକ୍ଷକ ରବି ଦାସ । 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos