ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ସତ୍ୟପାଠରେ ୭୧.୦୭ କୋଟି ଟଙ୍କାର ସମ୍ପତ୍ତି ମାଲିକ ବୋଲି ଦର୍ଶାଇଛନ୍ତି । ୨୦୧୯ ନିର୍ବାଚନବେଳେ ତାଙ୍କର ସମ୍ପତ୍ତିର ପରିମାଣ ୬୩.୮୭କୋଟି ଟଙ୍କା ଥିଲା । ସେହିଭଳି ନବୀନଙ୍କ ପାଖରେ ୩୦ ହଜାର ଟଙ୍କାର କ୍ୟାସ ଥିବା ବେଳେ ୧୪ କୋଟି ଟଙ୍କାର ଅସ୍ଥାବର ସମ୍ପତ୍ତି ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପ୍ରିୟଙ୍କା ଗାନ୍ଧିଙ୍କ ସଦସ୍ୟତାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ
ପ୍ରିୟଙ୍କା ଗାନ୍ଧି ନାମାଙ୍କନ ପତ୍ରରେ ସମ୍ପତ୍ତିର ସବିଶେଷ ତଥ୍ୟ ଦେଇନଥିବା ଅଭିଯୋଗ। କେରଳ ହାଇକୋର୍ଟରେ ପିଟିସନ ଦାଖଲ କଲେ ୱାୟନାଡ ଉପନିର୍ବାଚନରେ ପରାଜିତ ବିଜେପି ନେତ୍ରୀ।
Politics
ନିର୍ବାଚନ ନିୟମରେ ସଂଶୋଧନ: ବ୍ୟବସ୍ଥିତ ଷଡ଼ଯନ୍ତ୍ର କଥା କହି କେନ୍ଦ୍ରକୁ ଟାର୍ଗେଟ କଲେ ଖଡଗେ
କେନ୍ଦ୍ର ସରକାର ନିର୍ବାଚନ କମିଶନଙ୍କ ସ୍ୱାଧୀନତାରେ ବୁଝମଣା କରିବାରେ ଲାଗିଛନ୍ତି ଓ ଏପରି ସଂଶୋଧନ ସମ୍ବିଧାନ ଓ ଗଣତନ୍ତ୍ର ଉପରେ ଆକ୍ରମଣ ବୋଲି ଖଡଗେ ଅଭିଯୋଗ କରିଛନ୍ତି।
Politics
ବିଜୁ ବାବୁ ଡେଙ୍ଗା, ଜୟ ବାବୁ ଡେଙ୍ଗା...
କିଏ ଓ କାହିଁକି ବୈଜୟନ୍ତ ପଣ୍ଡାଙ୍କ ବିରୋଧରେ ନବୀନ ପଟ୍ଟନାୟକଙ୍କୁ କହୁଥିଲେ।
Politics
ନୂଆବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ
ମହିଳା, ଛୋଟ ପିଲା ଓ ବୟସ୍କ ବ୍ୟକ୍ତିମାନଙ୍କ ପାଇଁ ଦର୍ଶନ କିପରି ସୁଙ୍ଗମ ହେବ ସେଥି ପାଇଁ ଭିନ୍ନ ଏକ ବ୍ୟବସ୍ଥା କରାଯାଇଛି।
Politics
ନିଜକୁ ଧିକାର୍ କଲେ ସୌମ୍ୟ, କହିଲେ ବିଜେଡିରେ ମିଶିଥିବାରୁ ଲଜ୍ଜିତ
ନବୀନ ପଟ୍ଟନାୟକ ଜଣେ ଅଦ୍ଭୂତ ପ୍ରେମକାହାଣୀର ନାୟକ। ଯାହାଙ୍କୁ ଓଡ଼ିଶାବାସୀ ଏତେ ଭଲପାଇବା ଦେଲେ, କିନ୍ତୁ ତା’ର ରିଟର୍ଣ୍ଣ ଗିଫ୍ଟ ସେ କ’ଣ ଦେଲେ? ବରିଷ୍ଠ ସାମ୍ବାଦିକ ରୁବେନ୍ ବାନାର୍ଜୀଙ୍କ ଦ୍ୱାରା ଲିଖିତ ପୁସ୍ତକର ଉନ୍ମୋଚନ ଅବସରରେ ଏହି ମନ୍ତବ୍ୟ ଦେଇଛନ୍ତି ସୌମ୍ୟରଞ୍ଜନ ପଟ୍ଟନାୟକ।