Advertisment

ମୁଖ୍ୟମନ୍ତ୍ରୀଙ୍କ ପାଦ ଛୁଇଁ ବିଜେଡିରେ ମିଶିଲେ ପାଣ୍ଡିଆନ

ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍‌। ଏକାଧିକ ମନ୍ତ୍ରୀ ଓ ବିଧାୟକଙ୍କ ଉପସ୍ଥିତିରେ ମିଶିଲେ ପାଣ୍ଡିଆନ।

Advertisment

ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍‌। ଏକାଧିକ ମନ୍ତ୍ରୀ ଓ ବିଧାୟକଙ୍କ ଉପସ୍ଥିତିରେ ମିଶିଲେ ପାଣ୍ଡିଆନ। 'ପାଣ୍ଡିଆନଙ୍କୁ ମୁଁ ବିଜେଡିରେ ସ୍ୱାଗତ କରୁଛି। ସେ ବହୁ ବର୍ଷ ହେଲା ରାଜ୍ୟ ପାଇଁ କଠିନ ପରିଶ୍ରମ କରୁଛନ୍ତି। ସେ ଦଳର ଜଣେ ସଦସ୍ୟ ଭାବେ କାମ ଜାରି ରଖିବେ। ମୁଁ ଏଥିପାଇଁ ତାଙ୍କୁ ଶୁଭେଚ୍ଛା ଜଣାଉଛି।' କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Advertisment
Naveen Patnaik Vk Pandian Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe