Advertisment

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପ୍ରଧାନମନ୍ତ୍ରୀ କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବାରିପଦାର ଏକ ନିର୍ବାଚନୀ ସଭାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପ୍ରଧାନମନ୍ତ୍ରୀ ବୋଲି କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

author-image
Manoj Swain
ଅଦ୍ୟତନ ହୋଇଛି

ବାରିପଦାର ଏକ ନିର୍ବାଚନୀ ସଭାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପ୍ରଧାନମନ୍ତ୍ରୀ ବୋଲି କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରେ ପାଣ୍ଡିଆନ ପ୍ରଧାନମନ୍ତ୍ରୀ ନୁହେଁ ରାଷ୍ଟ୍ରପତି କହିବା ପରେ ନବୀନ କହିଲେ, କ୍ଷମା କରିବେ ପ୍ରଧାନମନ୍ତ୍ରୀ ନୁହେଁ ରାଷ୍ଟ୍ରପତି। ଦେଖନ୍ତୁ ଭିଡିଓ...

Advertisment
Naveen Patnaik BjD Odisha