ନବୀନଙ୍କୁ ଗିରଫ କରିବାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କ ଦାବି

ମହାଲିଙ୍ଗଙ୍କ ଦାବି ହାସ୍ୟାସ୍ପଦ ବୋଲି କହିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ।

Naveen Patnaik

ନବୀନ ପଟ୍ଟନାୟକ

Jitendra Garnayak
  • Published: Tuesday, 23 July 2024
  • Updated: 23 July 2024, 08:06 PM IST

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗିରଫ କରିବାକୁ ବିଧାନସଭାରେ ଦାବି କରିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ। ରାଜ୍ୟପାଳଙ୍କ ଅଭିଭାଷଣ ବେଳେ ଗୃହ ଭିତରେ ବିଶୃଙ୍ଖଳା ସୃଷ୍ଟି କରିଥିବାରୁ ନବୀନଙ୍କୁ ଗିରଫ କରିବାକୁ ସେ ଦାବି କରିଛନ୍ତି। ବିରୋଧୀ ଦଳ ନେତା ଗୃହର ନିୟମ ଭଙ୍ଗ କରିଥିବା କହିଛନ୍ତି ମହାଲିଙ୍ଗ।

ମହାଲିଙ୍ଗଙ୍କ ଦାବି ହାସ୍ୟାସ୍ପଦ ବୋଲି କହିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ। ସେ କହିଛନ୍ତି, ପୂର୍ବରୁ ଏଭଳି ଦାବି କରାଯିବାର କୌଣସି ନଜିର ନାହିଁ।

Also Read

ଅନ୍ୟପକ୍ଷରେ ବିଜେପି କହିଛି, ରାଜ୍ୟପାଳଙ୍କ ଅଭିଭାଷଣ ବେଳେ କେହି ବିଶୃଙ୍ଖଳିତ ଆଚରଣ କରିବା କଥା ନୁହେଁ। ଏହା ଏକ ଦଣ୍ଡନୀୟ ଅପରାଧ।ସଂସଦୀୟ ମନ୍ତ୍ରୀ ଯାହା କହିଛନ୍ତି, ତାହା ରୁଲ୍ସ ଆଣ୍ଡ ପ୍ରୋସିଜିୟର ଆଧାରରେ କହିଛନ୍ତି।

ସୂଚନାଯୋଗ୍ୟ, ଆଜି ଦ୍ୱିତୀୟ ଦିନରେ ମଧ୍ୟ ବିଧାନସଭାରେ ଅଚଳାବସ୍ଥା ଲାଗି ରହିଥିଲା। ରାଜ୍ୟପାଳଙ୍କ ପୁଅ ଏଏସ୍‌ଓଙ୍କୁ ମାଡ଼ ମାରିବା ଓ ହତ୍ୟା ଧମକ ଦେବା ପ୍ରସଙ୍ଗରେ ବିରୋଧୀ ବିଧାୟକମାନେ ଗୃହରେ ହଙ୍ଗାମା କରିଥିଲେ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story