ଆମ୍ବ ଟାକୁଆ ଜାଉ ଖାଇ ୨ ଜଣଙ୍କ ମୃତ୍ୟୁ ପ୍ରସଙ୍ଗ ଉଠାଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। କହିଲେ, ଆମର ବାର ବର୍ଷର ତପସ୍ୟାକୁ ବିଜେପି ସରକାର ଶୁଖୁଆ ପୋଡ଼ାରେ ସାରି ଦେଲେ। ଆମ ସରକାର ଆରମ୍ଭ କରିଥିବା ବିକାଶମୂଳକ ଯୋଜନା ଲୋକଙ୍କୁ ବଞ୍ଚିବାକୁ ଶକ୍ତି ଦେଇଥିଲା। ଏବେ ବିନା କାରଣରେ ଗରିବ ଆଦିବାସୀ ଭାଇ ଭଉଣୀଙ୍କ ଚାଉଳକୁ ବନ୍ଦ କରିଛନ୍ତି । ସେମାନେ ଆମ୍ବ ଟାକୁଆ ଖାଉଛନ୍ତି। ଏହା ବହୁତ ଦୁଃଖର କଥା।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପ୍ରିୟଙ୍କା ଗାନ୍ଧିଙ୍କ ସଦସ୍ୟତାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ
ପ୍ରିୟଙ୍କା ଗାନ୍ଧି ନାମାଙ୍କନ ପତ୍ରରେ ସମ୍ପତ୍ତିର ସବିଶେଷ ତଥ୍ୟ ଦେଇନଥିବା ଅଭିଯୋଗ। କେରଳ ହାଇକୋର୍ଟରେ ପିଟିସନ ଦାଖଲ କଲେ ୱାୟନାଡ ଉପନିର୍ବାଚନରେ ପରାଜିତ ବିଜେପି ନେତ୍ରୀ।
Politics
ନିର୍ବାଚନ ନିୟମରେ ସଂଶୋଧନ: ବ୍ୟବସ୍ଥିତ ଷଡ଼ଯନ୍ତ୍ର କଥା କହି କେନ୍ଦ୍ରକୁ ଟାର୍ଗେଟ କଲେ ଖଡଗେ
କେନ୍ଦ୍ର ସରକାର ନିର୍ବାଚନ କମିଶନଙ୍କ ସ୍ୱାଧୀନତାରେ ବୁଝମଣା କରିବାରେ ଲାଗିଛନ୍ତି ଓ ଏପରି ସଂଶୋଧନ ସମ୍ବିଧାନ ଓ ଗଣତନ୍ତ୍ର ଉପରେ ଆକ୍ରମଣ ବୋଲି ଖଡଗେ ଅଭିଯୋଗ କରିଛନ୍ତି।
Politics
ବିଜୁ ବାବୁ ଡେଙ୍ଗା, ଜୟ ବାବୁ ଡେଙ୍ଗା...
କିଏ ଓ କାହିଁକି ବୈଜୟନ୍ତ ପଣ୍ଡାଙ୍କ ବିରୋଧରେ ନବୀନ ପଟ୍ଟନାୟକଙ୍କୁ କହୁଥିଲେ।
Politics
ନୂଆବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ
ମହିଳା, ଛୋଟ ପିଲା ଓ ବୟସ୍କ ବ୍ୟକ୍ତିମାନଙ୍କ ପାଇଁ ଦର୍ଶନ କିପରି ସୁଙ୍ଗମ ହେବ ସେଥି ପାଇଁ ଭିନ୍ନ ଏକ ବ୍ୟବସ୍ଥା କରାଯାଇଛି।
Politics
ନିଜକୁ ଧିକାର୍ କଲେ ସୌମ୍ୟ, କହିଲେ ବିଜେଡିରେ ମିଶିଥିବାରୁ ଲଜ୍ଜିତ
ନବୀନ ପଟ୍ଟନାୟକ ଜଣେ ଅଦ୍ଭୂତ ପ୍ରେମକାହାଣୀର ନାୟକ। ଯାହାଙ୍କୁ ଓଡ଼ିଶାବାସୀ ଏତେ ଭଲପାଇବା ଦେଲେ, କିନ୍ତୁ ତା’ର ରିଟର୍ଣ୍ଣ ଗିଫ୍ଟ ସେ କ’ଣ ଦେଲେ? ବରିଷ୍ଠ ସାମ୍ବାଦିକ ରୁବେନ୍ ବାନାର୍ଜୀଙ୍କ ଦ୍ୱାରା ଲିଖିତ ପୁସ୍ତକର ଉନ୍ମୋଚନ ଅବସରରେ ଏହି ମନ୍ତବ୍ୟ ଦେଇଛନ୍ତି ସୌମ୍ୟରଞ୍ଜନ ପଟ୍ଟନାୟକ।