ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଆଳୁ ଚିଠି। ପଶ୍ଚିମବଙ୍ଗ ମଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ନବୀନ। ଓଡ଼ିଶା ବଜାରରେ ଆଳୁ ନିଅଣ୍ଟ ସାଙ୍ଗକୁ ଦର ବୃଦ୍ଧି ଦେଖାଦେଇଛି।
Also Read
ପଶ୍ଚିମବଙ୍ଗ ସୀମାରେ ଆଳୁ ବୋଝେଇ ଟ୍ରକ ଓଡ଼ିଶା ଆସିପାରୁନଥିବା ଖବର ଗଣମାଧ୍ୟମରୁ ଜାଣିବା ପରେ ଏହି ପ୍ରସଙ୍ଗରେ ହସ୍ତକ୍ଷେପ କରି ତୁରନ୍ତ ସମାଧାନ ପାଇଁ ଉଦ୍ୟମ କରିବାକୁ ମମତା ବାନାର୍ଜୀଙ୍କୁ ଅନୁରୋଧ କରିଛନ୍ତି ନବୀନ। କେମିତି ପଶ୍ଚିମବଙ୍ଗରୁ ଆଳୁ ଓଡ଼ିଶା ବଜାରକୁ ଆସି ପାରିବ ସେନେଇ ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ବିରୋଧରେ ପ୍ରାର୍ଥୀ ହେବେ କଂଗ୍ରେସର ଅଳକା ଲାମ୍ବା
କଂଗ୍ରେସ ଦିଲ୍ଲୀର ଆଉ ୨୭ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଚୂଡ଼ାନ୍ତ କରିଛି। ଏହି ୨୭ ଜଣଙ୍କ ମଧ୍ୟରେ ଅଳକା ଲାମ୍ବାଙ୍କ ନାଁ ରହିଛି।
Politics
‘ମୁଁ ୨ ଥର ଚିଟଫଣ୍ଡ ଠକେଇର ଶିକାର ହୋଇଛି’
ଟଙ୍କା ଯୋଗାଡ଼ କରି ଦେଇଥିଲି, କିନ୍ତୁ ପରେ ସଂସ୍ଥା ହିଁ ଉଭାନ ହୋଇଯାଇଥିଲା। ୧୯୮୬ ଆଇନ ଅନୁସାରେ ଅପିଲ୍ ବି କରିଥିଲି, ମାତ୍ର ଟଙ୍କା ମିଳିଲାନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।