Advertisment

ମମତାଙ୍କୁ ଚିଠି ଲେଖିଲେ ନବୀନ

ପଶ୍ଚିମବଙ୍ଗ ମଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ନବୀନ। ଓଡ଼ିଶା ବଜାରରେ ଆଳୁ ନିଅଣ୍ଟ ସାଙ୍ଗକୁ ଦର ବୃଦ୍ଧି ଦେଖାଦେଇଛି।

ଅଦ୍ୟତନ ହୋଇଛି
Naveen Patnaik

naveen patnaik

Advertisment

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଆଳୁ ଚିଠି। ପଶ୍ଚିମବଙ୍ଗ ମଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ନବୀନ। ଓଡ଼ିଶା ବଜାରରେ ଆଳୁ ନିଅଣ୍ଟ ସାଙ୍ଗକୁ ଦର ବୃଦ୍ଧି ଦେଖାଦେଇଛି।

Advertisment

ପଶ୍ଚିମବଙ୍ଗ ସୀମାରେ ଆଳୁ ବୋଝେଇ ଟ୍ରକ ଓଡ଼ିଶା ଆସିପାରୁନଥିବା ଖବର ଗଣମାଧ୍ୟମରୁ ଜାଣିବା ପରେ ଏହି ପ୍ରସଙ୍ଗରେ ହସ୍ତକ୍ଷେପ କରି ତୁରନ୍ତ ସମାଧାନ ପାଇଁ ଉଦ୍ୟମ କରିବାକୁ ମମତା ବାନାର୍ଜୀଙ୍କୁ ଅନୁରୋଧ କରିଛନ୍ତି ନବୀନ। କେମିତି ପଶ୍ଚିମବଙ୍ଗରୁ ଆଳୁ ଓଡ଼ିଶା ବଜାରକୁ ଆସି ପାରିବ ସେନେଇ ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି।

BjD
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe