ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ପାଇଁ ନୂଆ ହେଲପଲାଇନ୍ ନମ୍ବର

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୧୧୪୦କୋଟି ଟଙ୍କାର ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି।

Biju Health Card PhotoOR

Representational Image

Ordigital Desk
  • Published: Thursday, 30 November 2023
  • Updated: 30 November 2023, 09:36 PM IST

Sports

Latest News

ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍ୱାସ୍ଥ୍ୟ ଭିତ୍ତିଭୂମି ସୁଧାର ଉପରେ ଗୁରୁତ୍ୱ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୧୧୪୦କୋଟି ଟଙ୍କାର ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି । ଏହାସହିତ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ନୂଆ ହେଲପଲାଇନ୍ ନମ୍ବର ମଧ୍ୟ ଲୋକାର୍ପିତ ହୋଇଛି । ଏହି ହେଲପ ଲାଇନ୍ ନମ୍ବର -୧୮୦୦୧୨୦୧୨୦୧୦୪ କେବଳ ରାଜ୍ୟ ବାହାରର ଓଡ଼ିଆ ଲୋକଙ୍କ ପାଇଁ ଉଦ୍ଦିଷ୍ଟ । ଏହି ନମ୍ବରକୁ ଫୋନ୍ କରି ସେମାନେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଚିକିତ୍ସା ସୁବିଧା ପାଇପାରିବେ ବୋଲି ଜଣାପଡ଼ିଛି ।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଲୋକଙ୍କ ପାଇଁ ଆଶୀର୍ବାଦ ହୋଇଛି । ଲୋକମାନେ ସୁବିଧାରେ ବିନା ଖର୍ଚ୍ଚରେ ଉତ୍ତମ ଚିକିତ୍ସା ସେବା ପାଇଁ ପାରୁଛନ୍ତି । ପ୍ରତିମାସରେ ୧ଲକ୍ଷରୁ ଅଧିକ ରୋଗୀ ଚିକିତ୍ସା ସୁବିଧା ପାଉଛନ୍ତି । ରାଜ୍ୟ ବାହାରେ ରହୁଥିବା ଓଡ଼ିଆ ଲୋକଙ୍କ ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଏକ ସ୍ୱତନ୍ତ୍ର ହେଲପଲାଇନ୍ ନମ୍ବର ୧୮୦୦୧୨୦୧୨୦୧୦୪କୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଛନ୍ତି। ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ଓ ଏହି ମନ୍ତ୍ରକୁ ଆଗରେ ରଖି କାମ କରି ଚାଲିବୁ ବୋଲି ସେ କହିଛନ୍ତି । ସେ ଆଜି ୧୪୦କୋଟି ଟଙ୍କା ବ୍ୟୟରେ ୧୦୩ଟି ପ୍ରକଳ୍ପର ଲୋକାର୍ପଣ କରିବା ସହ ୧୦୦୦କୋଟି ଟଙ୍କା ବ୍ୟୟରେ ୩୭୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଓଡ଼ିଶାକୁ ଏକ ରୋଲ୍ ମଡେଲ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି ।

Also Read

ସରକାରୀ ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ଲୋକଙ୍କ ଭରସା ବଢ଼ିଛି । ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଫାଇଭ-ଟି ଉପକ୍ରମରେ ବିଭିନ୍ନ ପଦକ୍ଷେପ ଦ୍ୱାର ସରକାରୀ ହସ୍ପିଟାଲଗୁଡ଼ିକର ରୂପାନ୍ତର ଆସିପାରିଛି । ଗତ ୫ବର୍ଷ ମଧ୍ୟରେ ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ବିକାଶ ପାଇଁ ୧୨ହଜାର କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ରାଜ୍ୟର ସବୁସ୍ତରର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ସରକାରଙ୍କ ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟମନ୍ତ୍ରୀ, ଫାଇଭ-ଟି ଅଧ୍ୟକ୍ଷ ଓ ବିଭିନ୍ନ ବିଭାଗର ସଚିବ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story