Advertisment

୯ ବିଧାନସଭା ପାଇଁ ବିଜେଡିର ନୂଆ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପିପିଲି ବିଧାନସଭା ଆସନ ପାଇଁ ପୁଣି ଥରେ ପ୍ରଦୀପ ମହାରଥୀଙ୍କୁ ଟିକଟ ମିଳିଛି। ନିମାପଡ଼ାରୁ ସମୀର ଦାଶ, ନିଆଳିରୁ ପ୍ରମୋଦ ମଲ୍ଲିକ, ଆନନ୍ଦପୁରରୁ ଭାଗିରଥୀ ସେଠୀ, ନୀଳଗିରିରୁ ସନ୍ତୋଷ ଖଟୁଆ, କାକଟପୁରରୁ ସୁରେନ୍ଦ୍ର ସେଠୀ ଓ ଧାମନଗରରୁ ରାଜେନ୍ଦ୍ର କୁମାର ଦାସ ପ୍ରାର୍ଥୀ ହୋଇଛନ୍ତି।

31st-bjdbb

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe