E-KYC ଯାଞ୍ଚ ପରେ ନୂଆ ରାସନ କାର୍ଡ

କେବେ ସୁଦ୍ଧାରାସନ କାର୍ଡ ପାଇବେ ବୋଲି ଖାଉଟି କଲ୍ୟାଣ ମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ କଟକ ବାରବାଟି ବିଧାୟିକା ସୋଫିଆ ଫିର୍ଦ୍ଦୋଷ।

Manoj Swain
  • Published: Wednesday, 28 August 2024
  • Updated: 28 August 2024, 04:50 PM IST

Sports

Latest News

କେବେ ସୁଦ୍ଧାରାସନ କାର୍ଡ ପାଇବେ ବୋଲି ଖାଉଟି କଲ୍ୟାଣ ମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ କଟକ ବାରବାଟି ବିଧାୟିକା ସୋଫିଆ ଫିର୍ଦ୍ଦୋଷ। ତେବେ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ଅନୁପସ୍ଥିତିରେ ଉତ୍ତର ରଖିଥିଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ । ରାସନ କାର୍ଡ ପାଇଁ e-kyc ନିର୍ଦ୍ଦିଷ୍ଟ ସମୟ ସୀମା ଭିତରେ କରିବା ବାଧ୍ୟତାମୂଳକ ନୁହେଁ । E - kyc ଏକ ସମ୍ବେଦନଶୀଳ ପ୍ରସଙ୍ଗ । E -kyc କରିବା ପାଇଁ ସାଧାରଣ ଲୋକଙ୍କୁ ଅନୁରୋଧ କରିଛନ୍ତି ସରକାର । 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos