କେବେ ସୁଦ୍ଧାରାସନ କାର୍ଡ ପାଇବେ ବୋଲି ଖାଉଟି କଲ୍ୟାଣ ମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ କଟକ ବାରବାଟି ବିଧାୟିକା ସୋଫିଆ ଫିର୍ଦ୍ଦୋଷ। ତେବେ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ଅନୁପସ୍ଥିତିରେ ଉତ୍ତର ରଖିଥିଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ । ରାସନ କାର୍ଡ ପାଇଁ e-kyc ନିର୍ଦ୍ଦିଷ୍ଟ ସମୟ ସୀମା ଭିତରେ କରିବା ବାଧ୍ୟତାମୂଳକ ନୁହେଁ । E - kyc ଏକ ସମ୍ବେଦନଶୀଳ ପ୍ରସଙ୍ଗ । E -kyc କରିବା ପାଇଁ ସାଧାରଣ ଲୋକଙ୍କୁ ଅନୁରୋଧ କରିଛନ୍ତି ସରକାର ।