ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ଦିଆଯିବ ନୂଆ ରାସନ କାର୍ଡ: ଯୋଗାଣ ମନ୍ତ୍ରୀ

ଆଜି ବିଧାନସଭାରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏଭଳି ସୂଚନା ଦେଇଛନ୍ତି।

Manoj Swain
  • Published: Wednesday, 04 September 2024
  • Updated: 04 September 2024, 02:06 PM IST

Sports

Latest News

ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ଦିଆଯିବ। ଆଜି ବିଧାନସଭାରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏଭଳି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏବେ E-KYC ଯାଞ୍ଚ ଚାଲିଛି, ନୂଆ କାର୍ଡ ପାଇଁ ଆବେଦନ ଜାରି ରହିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos