Advertisment

ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ଦିଆଯିବ ନୂଆ ରାସନ କାର୍ଡ: ଯୋଗାଣ ମନ୍ତ୍ରୀ

ଆଜି ବିଧାନସଭାରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏଭଳି ସୂଚନା ଦେଇଛନ୍ତି।

Advertisment

ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ଦିଆଯିବ। ଆଜି ବିଧାନସଭାରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏଭଳି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏବେ E-KYC ଯାଞ୍ଚ ଚାଲିଛି, ନୂଆ କାର୍ଡ ପାଇଁ ଆବେଦନ ଜାରି ରହିଛି ।

Advertisment
Odisha Odisha Assembly
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe