ନିମାପଡ଼ା ଟିକେଟ ପରିବର୍ତ୍ତନ ଦାବି କରିଆସୁଥିବା ସମୀର ଦାଶ ଓ ତାଙ୍କ ସମର୍ଥକମାନେ ପ୍ରତିଦିନ ବିଭିନ୍ନ ସ୍ଥାନରେ ବୈଠକ କରି ନିଜର ସ୍ଥିତି ଜାହିର କରୁଛନ୍ତି। ସେପଟେ ଟିକେଟ ପାଇଥିବା ଦିଲ୍ଲୀପ ସାଂସଦ ପ୍ରାର୍ଥୀଙ୍କୁ ଧରି ପ୍ରଚାର କାର୍ଯ୍ୟ ଆରମ୍ଭ କରିସାରିଲେଣି । ସମୀରଙ୍କ ଗୋଷ୍ଠୀ ଦିଲ୍ଲୀପଙ୍କୁ ଗ୍ରହଣ ନକରିବାକୁ ଅଡି ବସିଛନ୍ତି । ଏପଟେ ବିଜେପି ଲିଙ୍କରେ ସମୀର ଦାଶ ଥିବା କଥା ଚର୍ଚ୍ଚା ହେଉଛି । ଯେଉଁ ଚର୍ଚ୍ଚାକୁ ଖୋରାକ ଯୋଗାଇଛି ବିଜେପି ବିଧାନସଭା ପ୍ରାର୍ଥୀ ପ୍ରଭାତୀଙ୍କ ପ୍ରତିକ୍ରିୟା। ଦୀର୍ଘ ପନ୍ଦର ବର୍ଷ ଧରି ପ୍ରତିଦ୍ୱନ୍ଦୀ ଭାବେ ଲଢୁଥିବା ପ୍ରଭାତୀଙ୍କ ମୁହଁରେ ସମୀରଙ୍କ ପ୍ରଂଶସା କିଛି ଭିନ୍ନ ଇଙ୍ଗିତ କରୁଛି। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Politics
ଆପ୍ ବିରୋଧରେ ବିଜେପି ଜାରି କଲା ‘ଚାର୍ଜଶିଟ୍’
କାର୍ଯ୍ୟକ୍ରମରେ ଆପ୍ ବିରୋଧରେ ବିଭିନ୍ନ ପ୍ରକାରର ସ୍ଲୋଗାନ ଥିବା ପୋଷ୍ଟର ଓ ବ୍ୟାନର ମଧ୍ୟ ଲଗାଇଯାଇଛି। ୧୦ ସାଲ ଦିଲ୍ଲୀ ବେହାଲ, ଦିଲ୍ଲୀ କା ଏକ୍ୟୁଆଇ ହୁଆ ୫୦୦ ପାର, ଯମୁନା ମେଁ ହେ ପଲ୍ୟୁସନ କି ବାହାର ଭଳି ଲେଖା ପ୍ରଦର୍ଶିତ କରାଯାଇଛି।
Politics
ତାରାଙ୍କ ଚେତାବନୀ- ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ୨୬ରୁ ରାସ୍ତାରୋକ
'ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ । ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ କୋରାପୁଟ ଜିଲ୍ଲା ବନ୍ଦ କରି ଦିଆଯିବ । ଏପରିକି ଆସନ୍ତା ୨୬ରୁ ରାସ୍ତାରୋକ କରିବାକୁ ବି ପଛାଇବୁ ନାହିଁ।’
Politics
ବିଭାଗ ବଣ୍ଟନକୁ ନେଇ ମହାୟୁତି ମେଣ୍ଟରେ ଅସନ୍ତୋଷ, ସ୍ୱୀକାର କଲେ ଅଜିତ ପାୱାର
ଶନିବାର ରାତିରେ ମହାରାଷ୍ଟ୍ର ସରକାରରେ ମନ୍ତ୍ରୀମଣ୍ଡଳ ବିଭାଗ ବଣ୍ଟନ ହୋଇଛି। ମନ୍ତ୍ରୀଙ୍କ ସଂଖ୍ୟା ଅଧିକ ଥିବାରୁ ସମସ୍ତଙ୍କୁ ଗୋଟିଏ ଲେଖାଏଁ ବିଭାଗ ଦେବାକୁ ପଡ଼ିଲା ବୋଲି କହିଲେ ଅଜିତ ପାୱାର।
Politics
ପ୍ରିୟଙ୍କା ଗାନ୍ଧିଙ୍କ ସଦସ୍ୟତାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ
ପ୍ରିୟଙ୍କା ଗାନ୍ଧି ନାମାଙ୍କନ ପତ୍ରରେ ସମ୍ପତ୍ତିର ସବିଶେଷ ତଥ୍ୟ ଦେଇନଥିବା ଅଭିଯୋଗ। କେରଳ ହାଇକୋର୍ଟରେ ପିଟିସନ ଦାଖଲ କଲେ ୱାୟନାଡ ଉପନିର୍ବାଚନରେ ପରାଜିତ ବିଜେପି ନେତ୍ରୀ।