ଚର୍ଚ୍ଚାରେ କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂହଙ୍କ ମନ୍ତବ୍ୟ; କହିଲେ- ନବୀନ ଓ ନୀତୀଶଙ୍କୁ ଭାରତରତ୍ନ ମିଳିବା ଉଚିତ

ନୀତୀଶ କୁମାରଙ୍କ ଦଳ ଏବେ ବିଜେପି ନେତୃତ୍ୱାଧୀନ ଏନ୍‌ଡିଏରେ ଅଛି। ନବୀନଙ୍କ ନେତୃତ୍ୱାଧୀନ ବିଜେଡି ଏକଦା ଏନ୍‌ଡିଏରେ ଥିଲା।

Nitish and Naveen

ନୀତୀଶ କୁମାର ଓ ନବୀନ ପଟ୍ଟନାୟକ (ଫାଇଲ ଫଟୋ)

Jitendra Garnayak
  • Published: Wednesday, 25 December 2024
  • Updated: 25 December 2024, 07:24 PM IST

Sports

Latest News

ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାରତରତ୍ନ ପ୍ରଦାନ କରାଯିବା ଉଚିତ। ବୁଧବାର ନିଜ ସଂସଦୀୟ କ୍ଷେତ୍ର ବିହାରର ବେଗୁସରାଇରେ ଏଭଳି ମନ୍ତବ୍ୟ ଦେଇ ଚର୍ଚ୍ଚାରେ ରହିଛନ୍ତି କେନ୍ଦ୍ର ବୟନ ଶିଳ୍ପ ମନ୍ତ୍ରୀ ଗିରିରାଜ ସିଂହ।  

ସେ କହିଥିଲେ, ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ନହେଲା ପର୍ଯ୍ୟନ୍ତ ବିହାର ଏହାର ଖରାପ ରାସ୍ତା, ଦୁର୍ବଳ ସ୍କୁଲ୍ କୋଠା ଆଦି ପାଇଁ ବେଶ୍ ଜଣାଶୁଣା ଥିଲା। କିନ୍ତୁ ନୀତୀଶ ରାଜ୍ୟକୁ ଏକ ନୂଆ ସ୍ତରକୁ ନେଇ ଯାଇଛନ୍ତି। ବର୍ତ୍ତମାନର ଛୁଆମାନେ ଲାଲୁଙ୍କ ଜଙ୍ଗଲ ରାଜ ଦେଖି ନାହାନ୍ତି। ନୀତୀଶ କୁମାର ଏହି ରାଜ୍ୟର ବିକାଶ କରିଛନ୍ତି। ସେହିପରି ନବୀନ ପଟ୍ଟନାୟକ ଓଡ଼ିଶାକୁ ବହୁ ବର୍ଷ ଧରି ଶାସନ କଲେ। ସେମାନଙ୍କ ଭଳି ନେତାମାନେ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଭାରତରତ୍ନ’ ପାଇବାକୁ ହକଦାର।

Also Read

ନୀତୀଶ କୁମାରଙ୍କ ଦଳ ଏବେ ବିଜେପି ନେତୃତ୍ୱାଧୀନ ଏନ୍‌ଡିଏରେ ଅଛି। ନବୀନଙ୍କ ନେତୃତ୍ୱାଧୀନ ବିଜେଡି ଏକଦା ଏନ୍‌ଡିଏରେ ଥିଲା। ଗିରିରାଜ ସିଂହ ଆହୁରି କହିଥିଲେ ଯେ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ଚାଲାକି ଓ ପ୍ରୟାସ କାମ କରିବନି। ଜେଡିୟୁ ସୁପ୍ରିମୋ ନୀତୀଶ କୁମାରଙ୍କ ନେତୃତ୍ୱରେ ଏନ୍‌ଡିଏ ବିହାରରେ ଆସନ୍ତା ବିଧାନସଭା ନିର୍ବାଚନ ଲଢ଼ିବ।      

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story