ଶପଥ ନେଲେ ନୀତୀଶ | Odisha Reporter
ନବମ ଥର ପାଇଁ ବିବହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ନୀତୀଶ କୁମାର। ରାଜଭବନରେ ତାଙ୍କୁ ରାଜ୍ୟପାଳ ପଦ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ମହାମେଣ୍ଟକୁ ବାଏ ବାଏ କହି ଏନ୍ଡିଏ ସମର୍ଥନରେ ସେ ପୁଣି ମୁଖ୍ୟମନ୍ତ୍ରୀ ଆସନରେ ବସିଛନ୍ତି। ସମ୍ରାଟ ଚୌଧୁରୀ, ବିଜୟ ସିହ୍ନା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏମାନଙ୍କୁ ରାଜ୍ୟପାଳ ଶପଥ ପାଠ କରାଇଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
