ନବମ ଥର ପାଇଁ ବିବହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ନୀତୀଶ କୁମାର। ରାଜଭବନରେ ତାଙ୍କୁ ରାଜ୍ୟପାଳ ପଦ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ମହାମେଣ୍ଟକୁ ବାଏ ବାଏ କହି ଏନ୍ଡିଏ ସମର୍ଥନରେ ସେ ପୁଣି ମୁଖ୍ୟମନ୍ତ୍ରୀ ଆସନରେ ବସିଛନ୍ତି। ସମ୍ରାଟ ଚୌଧୁରୀ, ବିଜୟ ସିହ୍ନା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏମାନଙ୍କୁ ରାଜ୍ୟପାଳ ଶପଥ ପାଠ କରାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ନିର୍ବାଚନ ପରାଜୟ ପରେ ପ୍ରଥମଥର ଫଡ଼ନାଭିସଙ୍କୁ ଭେଟିଲେ ଉଦ୍ଧବ ଠାକରେ
ଉଦ୍ଧବ ଠାକରେଙ୍କ ପୁଅ ତଥା ଶିବସେନା(ଉଦ୍ଧବ ବାଲାସାହେବ ଠାକରେ) ଆଦିତ୍ୟ ଠାକରେଙ୍କ ମଧ୍ୟ ବାପାଙ୍କ ସହ ଏହି ବୈଠକରେ ଉପସ୍ଥିତ ରହିଥିଲେ।
Politics
ମନ୍ତ୍ରୀ ପଦ ନ ମିଳିବାରୁ ରାଗି ଗଲେ ଛଗନ ଭୁଜବଳ, ଉପ ମୁଖ୍ୟମନ୍ତ୍ରୀଙ୍କୁ କଲେ ଟାର୍ଗେଟ
ଅଜିତ ପାୱାରଙ୍କ ସମେତ ଏନସିପିର କାର୍ଯ୍ୟକାରୀ ସଭାପତି ପ୍ରଫୁଲ ପଟେଲଙ୍କୁ ମଧ୍ୟ ସେ ସମାଲୋଚନା କରିଛନ୍ତି। କ’ଣ ସେ ସେମାନଙ୍କ ହାତର ଚାବି ଦିଆ କଣ୍ଢେଇ ବୋଲି ମଧ୍ୟ ଛଗନ ଭୁଜବଳ ପ୍ରଶ୍ନ କରିଛନ୍ତି।
Politics
ଏଗ୍ରିମେଣ୍ଟ କରୁନଥିବା ମିଲରଙ୍କୁ ନାଲି ଆଖି ଦେଖାଇଲେ ରାଜସ୍ୱମନ୍ତ୍ରୀ
ଆଜି ଦିନିକିଆ ନବରଙ୍ଗପୁର ଗସ୍ତରେ ଯାଇଥିଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ମନ୍ତ୍ରୀ ନବରଙ୍ଗପୁରରେ ପହଞ୍ଚିବା ପରେ ଜିଲ୍ଲା ବିଜେପି ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଥିଲା। ଏହା ପରେ ଶ୍ରୀ ପୂଜାରୀ ମାଆ ଭଣ୍ଡାରଘରଣୀଙ୍କ ପୀଠକୁ ଯାଇ ପୂଜାର୍ଚ୍ଚନା କରିଥିଲେ।
Politics
ପାଲେଷ୍ଟାଇନ ପରେ ବାଂଲାଦେଶ ବ୍ୟାଗ ଧରି ସଂସଦରେ ପହଞ୍ଚିଲେ ପ୍ରିୟଙ୍କା
ଏହି ବ୍ୟାଗରେ ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁଙ୍କ ବିରୋଧରେ ହେଉଥିବା ଅତ୍ୟାଚାର ବିରୋଧରେ ସ୍ଲୋଗାନ ରହିଛି।
Politics
ଜାନୁଆରୀରେ ଦୁଇ ଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ
ଜାନୁଆରୀ ୨୭ ଓ ୨୮ତାରିଖ ‘ଉତ୍କର୍ଷ ଓଡ଼ିଶା’ କନ୍କ୍ଲେଭ ଭୁବନେଶ୍ୱରରେ ଆୟୋଜିତ ହେବ। ସେଥିରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବ।