Advertisment

ବିହାରରେ ପୁଣି ଥରେ ନୀତୀଶ ସରକାର

ନବମ ଥର ପାଇଁ ବିବହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ନୀତୀଶ କୁମାର।

Advertisment

ନବମ ଥର ପାଇଁ ବିବହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ନୀତୀଶ କୁମାର। ରାଜଭବନରେ ତାଙ୍କୁ ରାଜ୍ୟପାଳ ପଦ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ମହାମେଣ୍ଟକୁ ବାଏ ବାଏ କହି ଏନ୍‌ଡିଏ ସମର୍ଥନରେ ସେ ପୁଣି ମୁଖ୍ୟମନ୍ତ୍ରୀ ଆସନରେ ବସିଛନ୍ତି। ସମ୍ରାଟ ଚୌଧୁରୀ, ବିଜୟ ସିହ୍ନା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏମାନଙ୍କୁ ରାଜ୍ୟପାଳ ଶପଥ ପାଠ କରାଇଛନ୍ତି।

Advertisment
Bihar Nitish Kumar
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe