ଶ୍ରୀଜଗନ୍ନାଥଙ୍କ ଜମି ବେଆଇନ ଭାବେ ବିକ୍ରି ନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ କଡ଼ା ଆଭିମୁଖ୍ୟ। କହିଲେ, ଶ୍ରୀଜଗନ୍ନାଥଙ୍କ ଜମି ବେଆଇନ ଭାବେ ବିକ୍ରି ହୋଇଥିଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ। କ୍ରେତା, ବିକ୍ରେତା ଓ ସମ୍ପୃକ୍ତ ସବ୍ ରେଜିଷ୍ଟରଙ୍କ ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ। ଶ୍ରୀଜଗନ୍ନାଥଙ୍କ ଇଞ୍ଚେ ଜମିର ବେଆଇନ ବିକ୍ରିକୁ ବରଦାସ୍ତ କରାଯିବନି। ବାସେଳୀ ସାହି ଘଟଣାରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଦିଲ୍ଲୀ ରାଜନୀତି; କୈଳାଶ ଗଲେ ଅନିଲ ଆସିଲେ
ଅଶୋକ ଗେହଲଟ ଆପ୍ ଛାଡ଼ୁ ଛାଡ଼ୁ ଦଳରେ ଯୋଗ ଦେଇଛନ୍ତି ପୂର୍ବତନ ବିଜେପି ବିଧାୟକ ଅନିଲ ଝା।
Politics
ଇଡି-ସିବିଆଇ ଚାପରେ ଇସ୍ତଫା ଦେଇଛନ୍ତି କୈଳାଶ ଗେହଲଟ: ଆପ୍
ବିଧାନସଭା ନିର୍ବାଚନ ମଧ୍ୟରେ ଆପ୍ ଛାଡ଼ିଛନ୍ତି ଦଳର ବରିଷ୍ଠ ନେତା ତଥା ମନ୍ତ୍ରୀ କୈଳାଶ ଗେହଲଟ।
Politics
ବର୍ଷିଲେ ବିଜେଡି ସାଂସଦ
ମହାପ୍ରଭୁଙ୍କୁ ନେଇ ରାଜନୀତି କରିବା ଛଡ଼ା ବିଜେପି ସରକାରର ଆଉ କିଛି କାମ ନାହିଁ ବୋଲି କହିଛନ୍ତି ସାଂସଦ।
Politics
ଲୋକସେବା ଭବନରେ ଲାଗିଲା ସାନିଟାରୀ ନାପକିନ୍ ଭେଣ୍ଡିଂ ମେସିନ୍
ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସାନିଟାରୀ ଭେଣ୍ଡିଂ ମେସିନକୁ ସ୍ଥାପନକୁ ଉଦଘାଟନ କରିବା ସହ ମହିଳାମାନଙ୍କ ପାଇଁ ସ୍ୱଚ୍ଛତା ଓ ସହାୟକ କର୍ମକ୍ଷେତ୍ର ସୃଷ୍ଟି ଦିଗରେ ଏକ ପ୍ରଗତିଶୀଳ ପଦକ୍ଷେପ ବୋଲି କହିଛନ୍ତି ।