Advertisment

କାହାକୁ ଛଡ଼ାଯିବନି

ଶ୍ରୀଜଗନ୍ନାଥଙ୍କ ଜମି ବେଆଇନ ଭାବେ ବିକ୍ରି ହୋଇଥିଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ।

Advertisment

ଶ୍ରୀଜଗନ୍ନାଥଙ୍କ ଜମି ବେଆଇନ ଭାବେ ବିକ୍ରି ନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ କଡ଼ା ଆଭିମୁଖ୍ୟ। କହିଲେ, ଶ୍ରୀଜଗନ୍ନାଥଙ୍କ ଜମି ବେଆଇନ ଭାବେ ବିକ୍ରି ହୋଇଥିଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ। କ୍ରେତା, ବିକ୍ରେତା ଓ ସମ୍ପୃକ୍ତ ସବ୍‌ ରେଜିଷ୍ଟରଙ୍କ ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ। ଶ୍ରୀଜଗନ୍ନାଥଙ୍କ ଇଞ୍ଚେ ଜମିର ବେଆଇନ ବିକ୍ରିକୁ ବରଦାସ୍ତ କରାଯିବନି। ବାସେଳୀ ସାହି ଘଟଣାରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। 

Advertisment
Puri Shreemandir
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe