‘ବିଜେପି ଏକାକୀ ବିଧାନସଭା ଓ ଲୋକସଭା ନିର୍ବାଚନ ଲଢ଼ିବ'

ଆଗାମୀ ସାଧାରଣ ନିର୍ବାଚନରେ ରାଜ୍ୟରେ ବିଜେଡି ଓ ବିଜେପି ମଧ୍ୟରେ ନିର୍ବାଚନୀ ମେଂଟ ଚର୍ଚ୍ଚା ଆଜି ପୁଣି ଥରେ ନୂଆମୋଡ଼ ନେଇଛି ।

Manoj Swain
  • Published: Sunday, 10 March 2024
  • Updated: 10 March 2024, 01:07 PM IST

Sports

Latest News

ଆଗାମୀ ସାଧାରଣ ନିର୍ବାଚନରେ ରାଜ୍ୟରେ ବିଜେଡି ଓ ବିଜେପି ମଧ୍ୟରେ ନିର୍ବାଚନୀ ମେଂଟ ଚର୍ଚ୍ଚା ଆଜି ପୁଣି ଥରେ ନୂଆମୋଡ଼ ନେଇଛି । ମେଂଟକୁ ନେଇ ଗତ କିଛିଦିନ ଧରି ଚାଲିଥିବା ରାଜନୀତିକ ହଟଚମଟ ଓ ସମ୍ଭାବ୍ୟ ମେଂଟ ଚର୍ଚ୍ଚାରେ ଆଜି ପୁଣିଥରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଦେଖନ୍ତୁ ପୂରା ରିପୋର୍ଟ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos