‘ବିଜେପି ଏକାକୀ ବିଧାନସଭା ଓ ଲୋକସଭା ନିର୍ବାଚନ ଲଢ଼ିବ'

  • Published: Sunday, 10 March 2024
  • , Updated: 10 March 2024, 01:07 PM IST

ଆଗାମୀ ସାଧାରଣ ନିର୍ବାଚନରେ ରାଜ୍ୟରେ ବିଜେଡି ଓ ବିଜେପି ମଧ୍ୟରେ ନିର୍ବାଚନୀ ମେଂଟ ଚର୍ଚ୍ଚା ଆଜି ପୁଣି ଥରେ ନୂଆମୋଡ଼ ନେଇଛି । ମେଂଟକୁ ନେଇ ଗତ କିଛିଦିନ ଧରି ଚାଲିଥିବା ରାଜନୀତିକ ହଟଚମଟ ଓ ସମ୍ଭାବ୍ୟ ମେଂଟ ଚର୍ଚ୍ଚାରେ ଆଜି ପୁଣିଥରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଦେଖନ୍ତୁ ପୂରା ରିପୋର୍ଟ। 

Related story