Advertisment

'ମେଣ୍ଟ ନେଇ ଆଲୋଚନା ହୋଇନି'

ବିଜେପି ରାଜ୍ୟରେ ଏକାକୀ ନିର୍ବାଚନ ଲଢ଼ିବ। ଆଜି ସନ୍ଧ୍ୟାରେ ଦିଲ୍ଲୀରୁ ଫେରିବା ପରେ ଏହା କହିଛନ୍ତି ଦଳର ରାଜ୍ୟ ସଭାପତି ମନମୋହନ ସାମଲ।

Advertisment

ବିଜେଡି ସହିତ ମେଣ୍ଟ ନେଇ ଦିଲ୍ଲୀରେ କୌଣସି ଆଲୋଚନା ହୋଇନାହିଁ। ବିଜେପି ରାଜ୍ୟରେ ଏକାକୀ ନିର୍ବାଚନ ଲଢ଼ିବ। ଆଜି ସନ୍ଧ୍ୟାରେ ଦିଲ୍ଲୀରୁ ଫେରିବା ପରେ ଏହା କହିଛନ୍ତି ଦଳର ରାଜ୍ୟ ସଭାପତି ମନମୋହନ ସାମଲ। ସେ କହିଛନ୍ତି, ମେଣ୍ଟ ସଂପର୍କରେ ଦିଲ୍ଲୀରେ କୌଣସି ଚର୍ଚ୍ଚା, ଆଲୋଚନା ହୋଇନି। ଓଡ଼ିଶାରେ ବିଜେପି ଏକାକୀ ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ଲଢ଼ିବ। ଉଭୟ କେନ୍ଦ୍ର ଓ ରାଜ୍ୟରେ ବିଜେପି କିଭଳି ସରକାର କରିବ, ସେ ନେଇ ଦିଲ୍ଲୀରେ ଆଲୋଚନା ହୋଇଛି।

Advertisment
Bjp Odisha Manmohan Samal
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe