ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଓଡ଼ିଶା ସମେତ ୧୫ଟି ରାଜ୍ୟର ୫୬ ଜଣ ସଦସ୍ୟଙ୍କ ପାଇଁ ନିର୍ବାଚନ ହେବ।

Rajya sabha

ରାଜ୍ୟସଭା

Tapaswini Nayak
  • Published: Thursday, 08 February 2024
  • Updated: 08 February 2024, 10:22 AM IST

Sports

Latest News

ରାଜ୍ୟସଭା ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ଆଜିଠାରୁ ଫେବ୍ରୁଆରୀ ୧୫ ଯାଏ ପ୍ରାର୍ଥୀ ମାନେ ନାମାଙ୍କନ ପତ୍ର ଦାଖଲ କରିବେ। ଫେବ୍ରୁଆରୀ ୧୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ।

ସେହିପରି ୨୦ ଫେବ୍ରୁଆରୀ ୧ ସୁଦ୍ଧା ପ୍ରାର୍ଥୀ ପତ୍ର ପ୍ରତ୍ୟାହାର କରିପାରିବେ। ୨୭ ଫେବ୍ରୁଆରୀ ୧ ସକାଳ ୯ଟା ରୁ ୪ଟା ଯାଏ ଭୋଟ ଗ୍ରହଣ ହେବ। ସେହିଦିନ ଅପରାହ୍ନ ୫ ଟାରୁ ଭୋଟ ଗଣତି କରାଯିବ।

Also Read

ଓଡ଼ିଶା ସମେତ ୧୫ଟି ରାଜ୍ୟର ୫୬ ଜଣ ସଦସ୍ୟଙ୍କ ପାଇଁ ନିର୍ବାଚନ ହେବ। କାର୍ଯ୍ୟକାଳ ସରିବାକୁ ଯାଉଥିବା ୫୬ ଜଣ ସାଂସଦଙ୍କ ମଧ୍ୟରୁ ଉତ୍ତରପ୍ରଦେଶେର ୧୦ ଜଣ ସାଂସଦ ଥିବାବେଳେ ମହାରାଷ୍ଟ୍ର ଓ ବିହାରରେ ୬ ଜଣ ଲେଖାଏ, ମଧ୍ୟପ୍ରଦେଶରେ ଓ ପଶ୍ଚିମବଙ୍ଗରେ ୫ ଲେଖାଏ, ଗୁଜରାଟ ଓ କର୍ଣ୍ଣାଟକରେ ୪ ଲେଖାଏ, ଓଡିଶା, ରାଜସ୍ଥାନ ଆନ୍ଧ୍ରପ୍ରଦେଶ ଏବଂ ତେଲେଙ୍ଗାନାରେ ୩ ଲେଖାଏ, ଏବଂ ଛତିଶଗଡ, ହରିଆଣା ଓ ହିମାଚଳ ପ୍ରଦେଶରେ ଜଣେ ଲେଖାଏ ସାଂସଦଙ୍କ କାର୍ଯ୍ୟକାଳ ସରିବାକୁ ଯାଉଛି। 

ଓଡ଼ିଶାର ତିନି ରାଜ୍ୟ ସଭା ସିଟ୍‌ ପାଇଁ ନିର୍ବାଚନ ହେବ। ଆସନ୍ତା ଏପ୍ରିଲ ୩ ତାରିଖରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ କାର୍ଯ୍ୟ କାଳ ସରୁଛି। ଓଡ଼ିଶାରେ ୩ ସଦସ୍ୟଙ୍କ ପାଇଁ ଶାସକ ବିଜେଡି ପାଖରେ ସଂଖ୍ୟା ଗରିଷ୍ଠତା ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story