ବିଜେପିରେ 49 ନୂଆ ନେତାଙ୍କୁ ଟିକେଟ୍ | Odisha Reporter
ସାଧାରଣ ନିର୍ବାଚନ ପାଇଁ ବିଜେପି ଓଡ଼ିଶା ପାଇଁ ପ୍ରଥମ ପର୍ଯ୍ୟାୟ ବିଧାୟକ ପ୍ରାର୍ଥୀ ତାଲିକା ଜାରି କରିଛି । ମୋଟ ୧୪୭ଟି ବିଧାନସଭା ଆସନ ମଧ୍ୟରୁ ୧୧୨ଟିରେ ଦଳ ନିଜ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି । ବାକି ୩୫ଟି ଆସନକୁ ନେଇ ଏବେବି ସସପେନ୍ସ ଲାଗି ରହିଛି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଚାନ୍ଦବାଲିରୁ ଲଢ଼ିବେ। ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ପୁଣି ସମ୍ବଲପୁରରୁ ଲଢ଼ିବେ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
