Advertisment

ବିଜେପି ଘୋଷଣା କଲା ପ୍ରାର୍ଥୀ ତାଲିକା, ଲିଷ୍ଟରେ କିଏ ?

ମୋଟ ୧୪୭ଟି ବିଧାନସଭା ଆସନ ମଧ୍ୟରୁ ୧୧୨ଟିରେ ବିଜେପି ନିଜ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି । ବାକି ୩୫ଟି ଆସନକୁ ନେଇ ଏବେବି ସସପେନ୍ସ ଲାଗି ରହିଛି ।

Advertisment

ସାଧାରଣ ନିର୍ବାଚନ ପାଇଁ ବିଜେପି ଓଡ଼ିଶା ପାଇଁ ପ୍ରଥମ ପର୍ଯ୍ୟାୟ ବିଧାୟକ ପ୍ରାର୍ଥୀ ତାଲିକା ଜାରି କରିଛି । ମୋଟ ୧୪୭ଟି ବିଧାନସଭା ଆସନ ମଧ୍ୟରୁ ୧୧୨ଟିରେ ଦଳ ନିଜ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି । ବାକି ୩୫ଟି ଆସନକୁ ନେଇ ଏବେବି ସସପେନ୍ସ ଲାଗି ରହିଛି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଚାନ୍ଦବାଲିରୁ ଲଢ଼ିବେ। ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ପୁଣି ସମ୍ବଲପୁରରୁ ଲଢ଼ିବେ। 

Advertisment
Odisha Bjp
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe