'ବିଜେଡି ନେତାଙ୍କ ଜରିଆରେ ଧନୀ ଲୋକ ହାତେଇଛନ୍ତି ରାସନକାର୍ଡ'

ସରକାର E-KYC ଲାଗୁ କରୁଛନ୍ତି, ଯାହା ଦ୍ବାରା ଅଯୋଗ୍ୟଙ୍କ ନାଁ ଆପେ ଆପେ କଟିଯିବ। ମହାକାଳପଡ଼ା ବିଧାୟକ ଦୂର୍ଗା ପ୍ରସନ୍ନ ନାୟକଙ୍କ ପ୍ରଶ୍ନର ଉତ୍ତରରେ ବିଧାନସଭାରେ ଏହି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

Manoj Swain
  • Published: Wednesday, 31 July 2024
  • Updated: 31 July 2024, 04:33 PM IST

Sports

Latest News

ବିଜେଡି ନେତାଙ୍କ ଜରିଆରେ ଧନୀ ଲୋକ ହାତେଇଛନ୍ତି ରାସନକାର୍ଡ। ସରକାର E-KYC ଲାଗୁ କରୁଛନ୍ତି, ଯାହା ଦ୍ବାରା ଅଯୋଗ୍ୟଙ୍କ ନାଁ ଆପେ ଆପେ କଟିଯିବ। ମହାକାଳପଡ଼ା ବିଧାୟକ ଦୂର୍ଗା ପ୍ରସନ୍ନ ନାୟକଙ୍କ ପ୍ରଶ୍ନର ଉତ୍ତରରେ ବିଧାନସଭାରେ ଏହି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos