ମନ୍ତ୍ରୀଙ୍କୁ ପ୍ରଶ୍ନ କରି ଫଶିଗଲେ ବିଧାୟକ | Odisha Assembly Raises Concerns Over Vacant RI, ARI Posts |OR
ବିଧାନସଭାରେ ପ୍ରଶ୍ନ ପଚାରି ଫଶିଗଲେ ବିଜେଡି ବିଧାୟକ ଅରୁଣ ସାହୁ । ରାଜ୍ୟରେ ଆରଆଇ ଏବଂ ଅମିନ ପଦବୀ ଖାଲି ପଡିବା ଓ ନିଯୁକ୍ତି ନେଇ ପ୍ରଶ୍ନ କରିଥିଲେ ଅରୁଣ ସାହୁ । ତେବେ ଏହି ପ୍ରଶ୍ନର ଉତ୍ତର ବେଳେ ପୂର୍ବ ବିଜେଡି ସରକାରଙ୍କୁ କଟାକ୍ଷ କରି ଦୋଷ ଲଦିଥିଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ରାଜସ୍ବ ମନ୍ତ୍ରୀ କହିଥିଲେ, ମୁଁ ଏତେ ଖାଲି ପଦବୀର କାରଣ ଖୋଜୁଛି । ହେଲେ ଏହା ମୋତେ ପୂର୍ବ ସରକାରରୁ ଉତ୍ତରାଧିକାରୀ ସୂତ୍ରରେ ମିଳିଛି ବୋଲି କହି କଟାକ୍ଷ କରିଥିଲେ ସୁରେଶ ପୂଜାରୀ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
