Advertisment

ବିଜେପି ଫୋକସ୍‌ରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ

ରାଜ୍ୟ କାର୍ଯ୍ୟଳୟରେ ଅନୁଷ୍ଠିତ ବିଜେପିର ଶକ୍ତି ବନ୍ଦନ କର୍ମଶାଳାରେ କ୍ଲାସ୍‌ ନେଇଛନ୍ତି କେନ୍ଦ୍ରମନ୍ତ୍ରୀ ସାଧ୍ୱୀ ନିରଞ୍ଜନା ଜ୍ୟୋତି ଓ ଧର୍ମେନ୍ଦ୍ର ପ୍ରଧାନ।

Advertisment

ବିଜେପି ଫୋକସ୍‌ରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ(SHG)। ବିଜେଡିର ମହିଳା ଭୋଟ୍ ବ୍ୟାଙ୍କ ଭାଙ୍ଗିବେ ବିଜେପିର ଶକ୍ତି ସାଥୀ। ରାଜ୍ୟ କାର୍ଯ୍ୟଳୟରେ ଅନୁଷ୍ଠିତ ବିଜେପିର ଶକ୍ତି ବନ୍ଦନ କର୍ମଶାଳାରେ କ୍ଲାସ୍‌ ନେଇଛନ୍ତି କେନ୍ଦ୍ରମନ୍ତ୍ରୀ ସାଧ୍ୱୀ ନିରଞ୍ଜନା ଜ୍ୟୋତି ଓ ଧର୍ମେନ୍ଦ୍ର ପ୍ରଧାନ। ଆଉ ଦେଇଛନ୍ତି ଗୁରୁମନ୍ତ୍ର। ରାଜ୍ୟରେ କେମିତି ବଢିବ ମହିଳା ଭୋଟ୍‌ ? ୭୦୦ରୁ ଅଧିକ ଶକ୍ତିସାଥୀଙ୍କୁ ମନ୍ତ୍ର ଦେଲେ ରାଜ୍ୟ ସଭାପତି ମନମୋହନ ସାମଲ, ସାଂସଦ ଅପରାଜିତା ଷଡଙ୍ଗୀ। SHG ରାଜ୍ୟର ନୁହେଁ, କେନ୍ଦ୍ରର। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha Bjp Odisha Politics
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe