କସରତ ଆରମ୍ଭ କରି ଦେଇଛି ରାଜ୍ୟ ବିଜେପି

  • Published: Monday, 18 March 2024
  • , Updated: 18 March 2024, 08:21 PM IST

ନିର୍ବାଚନ ତାରିଖ ଘୋଷଣା ପରେ ନିର୍ବାଚନୀ କସରତ ଆରମ୍ଭ କରି ଦେଇଛି ରାଜ୍ୟ ବିଜେପି। କୋର୍ କମିଟି ଓ ନିର୍ବାଚନ କମିଟି ବୈଠକ ପରେ ଆଜି ଦିଲ୍ଲୀମୁହାଁ ହୋଇଛନ୍ତି ସଭାପତି ମନମୋହନ ସାମଲ। ନିର୍ବାଚନ କମିଟି ବୈଠକରେ ପ୍ରସ୍ତୁତ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଧରି ମନମୋହନ ସାମଲ ଦିଲ୍ଲୀ ଯାଇଥିବା ସୂଚନା ମିଳିଛି। ଏହି ତାଲିକାରୁ ପୁଣି ସଟ୍ ଲିଷ୍ଟ କରାଯିବା ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରସ୍ତୁତ ହେବ। ଦେଖନ୍ତୁ ପୂରା ରିପୋର୍ଟ। 

Related story